ଜଙ୍ଗଲରୁ ପୁଣି ଏକ ହାତୀ ଶାବକର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

The Sakala Picture
Published On

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ନାଫ୍ରି ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ପୁଣି ଏକ ଅଣ୍ଡିରା ହାତୀ ଶାବକର ମୃତଦେହ ଉଦ୍ଧାର ହୋଇଛି । ଜଙ୍ଗଲ ଭିତରେ ହାତୀ ଶାବକର ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲେ । ମଙ୍ଗଳବାର ସକାଳୁ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ । ହାତୀ ଶାବକ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଜଙ୍ଗଲ ଭିତରେ ହାତୀ ଗୋଷ୍ଠୀ […]

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ନାଫ୍ରି ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ପୁଣି ଏକ ଅଣ୍ଡିରା ହାତୀ ଶାବକର ମୃତଦେହ ଉଦ୍ଧାର ହୋଇଛି । ଜଙ୍ଗଲ ଭିତରେ ହାତୀ ଶାବକର ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲେ ।

ଆହୁରି ପଢ଼ନ୍ତୁ: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ମଙ୍ଗଳବାର ସକାଳୁ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ । ହାତୀ ଶାବକ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଜଙ୍ଗଲ ଭିତରେ ହାତୀ ଗୋଷ୍ଠୀ ମଧ୍ୟରେ ଲଢେଇ ଯୋଗୁଁ ତାର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ହାତୀ ଶାବକର ମୃତଦେହକୁ ବିଭାଗ ଜବତ କରି ବ୍ୟବଛେଦ କରି ସାରିବା ପରେ ପୋତି ଦେଇଛି। ତେବେ ହାତୀ ମୃତ୍ୟୁ ପଛର କାରଣକୁ ନେଇ ପ୍ରଶ୍ନ ଉଠିଛି । ଦିନକୁ ଦିନ ଗୋଟିଏ ପରେ ଗୋଟିଏ ହାତୀର ମୃତ୍ୟୁ ଘଟୁଥିବା ବେଳେ ବନବିଭାଗ ତତ୍ପରତା ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: ଗଛ କାଟୁଥିବା ବେଳେ ଡ଼ାଳ ପଡି ଚାଲିଗଲା ଯୁବକଙ୍କ ଜୀବନ

27 Sep 2022 By The Sakala

ଜଙ୍ଗଲରୁ ପୁଣି ଏକ ହାତୀ ଶାବକର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ନାଫ୍ରି ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ପୁଣି ଏକ ଅଣ୍ଡିରା ହାତୀ ଶାବକର ମୃତଦେହ ଉଦ୍ଧାର ହୋଇଛି । ଜଙ୍ଗଲ ଭିତରେ ହାତୀ ଶାବକର ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲେ ।

ମଙ୍ଗଳବାର ସକାଳୁ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ । ହାତୀ ଶାବକ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଜଙ୍ଗଲ ଭିତରେ ହାତୀ ଗୋଷ୍ଠୀ ମଧ୍ୟରେ ଲଢେଇ ଯୋଗୁଁ ତାର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ହାତୀ ଶାବକର ମୃତଦେହକୁ ବିଭାଗ ଜବତ କରି ବ୍ୟବଛେଦ କରି ସାରିବା ପରେ ପୋତି ଦେଇଛି। ତେବେ ହାତୀ ମୃତ୍ୟୁ ପଛର କାରଣକୁ ନେଇ ପ୍ରଶ୍ନ ଉଠିଛି । ଦିନକୁ ଦିନ ଗୋଟିଏ ପରେ ଗୋଟିଏ ହାତୀର ମୃତ୍ୟୁ ଘଟୁଥିବା ବେଳେ ବନବିଭାଗ ତତ୍ପରତା ପ୍ରକାଶ ପାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର