ଭଡାଘରୁ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

The Sakala Picture
Published On

ବାଲେଶ୍ୱର: ଭଡାଘରୁ ମହିଳା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବାଲେଶ୍ୱର ଭୋଗରାଇ ବ୍ଳକ ମନ୍ଦାରସାହି ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିବା ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା ମୃତଦେହ ତାଙ୍କ ଭଡାଘରୁ ଉଦ୍ଧାର ହୋଇଛି । ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଭୋଗରାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି । ମୋନାଲିସା ହେମ୍ବ୍ରମଙ୍କ ଘର ବାରିପଦାରେ । ସେ ଭୋଗରାଇ ବ୍ଲକରେ ପ୍ରଥମ ଚାକିରି କରିଥିବା ବେଳେ […]

ବାଲେଶ୍ୱର: ଭଡାଘରୁ ମହିଳା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବାଲେଶ୍ୱର ଭୋଗରାଇ ବ୍ଳକ ମନ୍ଦାରସାହି ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିବା ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା ମୃତଦେହ ତାଙ୍କ ଭଡାଘରୁ ଉଦ୍ଧାର ହୋଇଛି । ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଭୋଗରାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ଶ୍ରୀମନ୍ଦିର ରତ୍ନସିଂହାସନ ଅଭିମୁଖେ ବାହାରିବେ ଚତୁର୍ଦ୍ଧାମୂରତି

ମୋନାଲିସା ହେମ୍ବ୍ରମଙ୍କ ଘର ବାରିପଦାରେ । ସେ ଭୋଗରାଇ ବ୍ଲକରେ ପ୍ରଥମ ଚାକିରି କରିଥିବା ବେଳେ ଭଡ଼ା ନେଇ ରହୁଥିଲେ। ମାତ୍ର ଆଜି ପ୍ରାୟ ସକାଳ ୧୦ଟା ପର୍ଯ୍ୟନ୍ତ ସେ ନିଜ ରୁମ୍‌ କବାଟ ଖୋଲି ନ ଥିଲେ। ପଡ଼ୋଶୀମାନେ ବହୁ ସମୟ କବାଟ ବାଡ଼େଇବା ପରେ ବି ମୋନାଲିସା କବାଟ ନ ଖୋଲିବାରୁ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ପହଞ୍ଚି କବାଟ ଭାଙ୍ଗି ମୋନାଲିସାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲା।

ଆହୁରି ପଢ଼ନ୍ତୁ: ବିଶ୍ୱ ନିୟନ୍ତାଙ୍କ ବାହୁଡ଼ା ଯାତ୍ରା: ଛେରାପହଁରା ନୀତି ସଂପନ୍ନ ପରେ ଆରମ୍ଭ ହେଲା ରଥଟଣା

24 Aug 2024 By The Sakala

ଭଡାଘରୁ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ବାଲେଶ୍ୱର: ଭଡାଘରୁ ମହିଳା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବାଲେଶ୍ୱର ଭୋଗରାଇ ବ୍ଳକ ମନ୍ଦାରସାହି ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିବା ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା ମୃତଦେହ ତାଙ୍କ ଭଡାଘରୁ ଉଦ୍ଧାର ହୋଇଛି । ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଭୋଗରାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି ।

ମୋନାଲିସା ହେମ୍ବ୍ରମଙ୍କ ଘର ବାରିପଦାରେ । ସେ ଭୋଗରାଇ ବ୍ଲକରେ ପ୍ରଥମ ଚାକିରି କରିଥିବା ବେଳେ ଭଡ଼ା ନେଇ ରହୁଥିଲେ। ମାତ୍ର ଆଜି ପ୍ରାୟ ସକାଳ ୧୦ଟା ପର୍ଯ୍ୟନ୍ତ ସେ ନିଜ ରୁମ୍‌ କବାଟ ଖୋଲି ନ ଥିଲେ। ପଡ଼ୋଶୀମାନେ ବହୁ ସମୟ କବାଟ ବାଡ଼େଇବା ପରେ ବି ମୋନାଲିସା କବାଟ ନ ଖୋଲିବାରୁ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ପହଞ୍ଚି କବାଟ ଭାଙ୍ଗି ମୋନାଲିସାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର