ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର

The Sakala Picture
Published On

ଢେଙ୍କାନାଳ: ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର । ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା । ଇନ୍ଦିପୁର ଗ୍ରାମ ନିକଟରେ ଥିବା ନଟା ପୋଖରୀରେ ତିନି ଗୋଟି ନବଜାତକ ଶିଶୁ ମୃତ ଅବସ୍ଥାରେ ଭାସୁଥିବାର ଦେଖିବାକୁ ମିଳିଛି । ମୃତଦେହ ଗୁଡ଼ିକୁ କେହି ଜନ୍ମ ପରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ତିନିଟି ମୃତଦେହ ଶିଶୁ କନ୍ୟାଙ୍କର। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ […]

ଢେଙ୍କାନାଳ: ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର । ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା । ଇନ୍ଦିପୁର ଗ୍ରାମ ନିକଟରେ ଥିବା ନଟା ପୋଖରୀରେ ତିନି ଗୋଟି ନବଜାତକ ଶିଶୁ ମୃତ ଅବସ୍ଥାରେ ଭାସୁଥିବାର ଦେଖିବାକୁ ମିଳିଛି । ମୃତଦେହ ଗୁଡ଼ିକୁ କେହି ଜନ୍ମ ପରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ତିନିଟି ମୃତଦେହ ଶିଶୁ କନ୍ୟାଙ୍କର। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ତେବେ ମୃତ ଶିଶୁ ଗୁଡିକ କେଉଁଠାରୁ ଆସିଲା ଏବଂ କିଏ ପକାଇଲା ଏବେ ଏହା ସନ୍ଦେହ ଘେରରେ। ଏକକାଳୀନ ୩ଟି ନବଜାତକଙ୍କ ମୃତଦେହକୁ ଦେଖି ଗ୍ରାମବାସୀ ଭୟଭିତ ହୋଇଯାଇଛନ୍ତି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

16 Sep 2022 By The Sakala

ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ: ପୋଖରୀରୁ ୩ ନବଜାତ ଶିଶୁଙ୍କ ମୃତଦେହ ଉଦ୍ଧାର । ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା । ଇନ୍ଦିପୁର ଗ୍ରାମ ନିକଟରେ ଥିବା ନଟା ପୋଖରୀରେ ତିନି ଗୋଟି ନବଜାତକ ଶିଶୁ ମୃତ ଅବସ୍ଥାରେ ଭାସୁଥିବାର ଦେଖିବାକୁ ମିଳିଛି । ମୃତଦେହ ଗୁଡ଼ିକୁ କେହି ଜନ୍ମ ପରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ତିନିଟି ମୃତଦେହ ଶିଶୁ କନ୍ୟାଙ୍କର। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ମୃତ ଶିଶୁ ଗୁଡିକ କେଉଁଠାରୁ ଆସିଲା ଏବଂ କିଏ ପକାଇଲା ଏବେ ଏହା ସନ୍ଦେହ ଘେରରେ। ଏକକାଳୀନ ୩ଟି ନବଜାତକଙ୍କ ମୃତଦେହକୁ ଦେଖି ଗ୍ରାମବାସୀ ଭୟଭିତ ହୋଇଯାଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର