ଘରୁ ILS ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା କରିଥିବା ସନ୍ଦେହ

The Sakala Picture
Published On

ଭୁବନେଶ୍ବର: ILS ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା । ଭୁବନେଶ୍ବର ଘରୁ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର । ଘରୋଇ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲରେ ମୃତଦେହ । ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ […]

ଭୁବନେଶ୍ବର: ILS ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା । ଭୁବନେଶ୍ବର ଘରୁ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର । ଘରୋଇ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲରେ ମୃତଦେହ । ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ସ୍ତନ କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଉଲ୍ଲେଖନୀୟ ଥିଲା ।

ଆହୁରି ପଢ଼ନ୍ତୁ: ପୁରୀ ସମୁଦ୍ରରେ ସ୍ନାନ କରୁଥିବା ବେଳେ ଯୁବକ ନିଖୋଜ

25 Aug 2024 By The Sakala

ଘରୁ ILS ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା କରିଥିବା ସନ୍ଦେହ

ଭୁବନେଶ୍ବର: ILS ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା । ଭୁବନେଶ୍ବର ଘରୁ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର । ଘରୋଇ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର । ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲରେ ମୃତଦେହ । ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ସ୍ତନ କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଉଲ୍ଲେଖନୀୟ ଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର