ବାଇକ୍- ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା: ମାଇଁ ଓ ଭଣଜା ମୃତ

The Sakala Picture
Published On

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଧିନସ୍ଥ ଗାନ୍ଧୀଛକ ଫାଣ୍ଡି ଅନ୍ତର୍ଗତ ଚନ୍ଦିନିମାଲ ରାସ୍ତାରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଏକ ଟାୟାର ବୋଝେଇ ପିକଅପ ଭ୍ୟାନ ସହ ବାଇକ ଆରୋହୀଙ୍କ ମଧ୍ୟରେ ମୁହାଁମୁହିଁ ଧକା ହୋଇଥିଲା । ଫଳରେ ବାଇକ ଚାଳକ ଯୁବକ ଓ ବାଇକରେ ବସିଥିବା ସମ୍ପର୍କୀୟ ମାଇଁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଗାନ୍ଧୀ ଛକ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ମୃତକଙ୍କର ପରିଚୟ […]

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଧିନସ୍ଥ ଗାନ୍ଧୀଛକ ଫାଣ୍ଡି ଅନ୍ତର୍ଗତ ଚନ୍ଦିନିମାଲ ରାସ୍ତାରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଏକ ଟାୟାର ବୋଝେଇ ପିକଅପ ଭ୍ୟାନ ସହ ବାଇକ ଆରୋହୀଙ୍କ ମଧ୍ୟରେ ମୁହାଁମୁହିଁ ଧକା ହୋଇଥିଲା । ଫଳରେ ବାଇକ ଚାଳକ ଯୁବକ ଓ ବାଇକରେ ବସିଥିବା ସମ୍ପର୍କୀୟ ମାଇଁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଗାନ୍ଧୀ ଛକ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ମୃତକଙ୍କର ପରିଚୟ ମିଳି ପାରିନାହିଁ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

08 Jun 2024 By The Sakala

ବାଇକ୍- ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା: ମାଇଁ ଓ ଭଣଜା ମୃତ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଧିନସ୍ଥ ଗାନ୍ଧୀଛକ ଫାଣ୍ଡି ଅନ୍ତର୍ଗତ ଚନ୍ଦିନିମାଲ ରାସ୍ତାରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଏକ ଟାୟାର ବୋଝେଇ ପିକଅପ ଭ୍ୟାନ ସହ ବାଇକ ଆରୋହୀଙ୍କ ମଧ୍ୟରେ ମୁହାଁମୁହିଁ ଧକା ହୋଇଥିଲା । ଫଳରେ ବାଇକ ଚାଳକ ଯୁବକ ଓ ବାଇକରେ ବସିଥିବା ସମ୍ପର୍କୀୟ ମାଇଁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଗାନ୍ଧୀ ଛକ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ମୃତକଙ୍କର ପରିଚୟ ମିଳି ପାରିନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର