ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଧିନସ୍ଥ ଗାନ୍ଧୀଛକ ଫାଣ୍ଡି ଅନ୍ତର୍ଗତ ଚନ୍ଦିନିମାଲ ରାସ୍ତାରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟାୟାର ବୋଝେଇ ପିକଅପ ଭ୍ୟାନ ସହ ବାଇକ ଆରୋହୀଙ୍କ ମଧ୍ୟରେ ମୁହାଁମୁହିଁ ଧକା ହୋଇଥିଲା । ଫଳରେ ବାଇକ ଚାଳକ ଯୁବକ ଓ ବାଇକରେ ବସିଥିବା ସମ୍ପର୍କୀୟ ମାଇଁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଗାନ୍ଧୀ ଛକ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ମୃତକଙ୍କର ପରିଚୟ ମିଳି ପାରିନାହିଁ।
ବାଇକ୍- ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା: ମାଇଁ ଓ ଭଣଜା ମୃତ
ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଧିନସ୍ଥ ଗାନ୍ଧୀଛକ ଫାଣ୍ଡି ଅନ୍ତର୍ଗତ ଚନ୍ଦିନିମାଲ ରାସ୍ତାରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟାୟାର ବୋଝେଇ ପିକଅପ ଭ୍ୟାନ ସହ ବାଇକ ଆରୋହୀଙ୍କ ମଧ୍ୟରେ ମୁହାଁମୁହିଁ ଧକା ହୋଇଥିଲା । ଫଳରେ ବାଇକ ଚାଳକ ଯୁବକ ଓ ବାଇକରେ ବସିଥିବା ସମ୍ପର୍କୀୟ ମାଇଁଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଗାନ୍ଧୀ ଛକ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ମୃତକଙ୍କର ପରିଚୟ […]