ବରଗଡରେ ବଜ୍ରପାତ ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

The Sakala Picture
Published On

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା […]

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଏହା ସହିତ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର