ଝାରସୁଗୁଡାର ନବ ନିର୍ବାଚିତ ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ

The Sakala Picture
Published On

ଭୁବନେଶ୍ବର: ଶପଥ ନେଲେ ଦୀପାଳି ଦାସ । ବିଧାନସଭାରେ ଶପଥ ନେଲେ ଝାରସୁଗୁଡାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ । ଦୀପାଳିଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ଦୀପାଳିଙ୍କ ସହ ଉପସ୍ଥିତ ଥିଲେ ମା’ ଆଉ ଭାଇ । ଶପଥ ଗ୍ରହଣ ଉତ୍ସବରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ରୀତା ସାହୁ ମଧ୍ୟ ଉପସ୍ଥିତ ଥିଲେ । ଶପଥ ନେଇ ଦୀପାଳି କହିଛନ୍ତି, ସାମ୍ବିଧାନିକ ନୀତି ନୟମ ହିସାବରେ […]

ଭୁବନେଶ୍ବର: ଶପଥ ନେଲେ ଦୀପାଳି ଦାସ । ବିଧାନସଭାରେ ଶପଥ ନେଲେ ଝାରସୁଗୁଡାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ । ଦୀପାଳିଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ଦୀପାଳିଙ୍କ ସହ ଉପସ୍ଥିତ ଥିଲେ ମା’ ଆଉ ଭାଇ । ଶପଥ ଗ୍ରହଣ ଉତ୍ସବରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ରୀତା ସାହୁ ମଧ୍ୟ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ଶପଥ ନେଇ ଦୀପାଳି କହିଛନ୍ତି, ସାମ୍ବିଧାନିକ ନୀତି ନୟମ ହିସାବରେ ଆଜି ଶପଥ ନେଇଛି । ବାପାଙ୍କ ସ୍ବପ୍ନ ଥିଲା ଝାରସୁଗୁଡାର ନୂତନ ନିର୍ମାଣ । ବାପାଙ୍କ ଦ୍ବାରା କରାଯାଇଥିବା ବିକାଶ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ ସ୍ବପ୍ନ ସାକାର କରିବି । ସବୁବେଳେ ଝାରସୁଗୁଡ଼ାବସୀଙ୍କ ସେବାରେ ରହିବି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବାପାଙ୍କ ସ୍ବପ୍ନ ପୂରା କରିବି ବୋଲି କହିଛନ୍ତି ଦୀପାଳି ଦାସ ।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

15 May 2023 By The Sakala

ଝାରସୁଗୁଡାର ନବ ନିର୍ବାଚିତ ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ

ଭୁବନେଶ୍ବର: ଶପଥ ନେଲେ ଦୀପାଳି ଦାସ । ବିଧାନସଭାରେ ଶପଥ ନେଲେ ଝାରସୁଗୁଡାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ । ଦୀପାଳିଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ଦୀପାଳିଙ୍କ ସହ ଉପସ୍ଥିତ ଥିଲେ ମା’ ଆଉ ଭାଇ । ଶପଥ ଗ୍ରହଣ ଉତ୍ସବରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ରୀତା ସାହୁ ମଧ୍ୟ ଉପସ୍ଥିତ ଥିଲେ ।

ଶପଥ ନେଇ ଦୀପାଳି କହିଛନ୍ତି, ସାମ୍ବିଧାନିକ ନୀତି ନୟମ ହିସାବରେ ଆଜି ଶପଥ ନେଇଛି । ବାପାଙ୍କ ସ୍ବପ୍ନ ଥିଲା ଝାରସୁଗୁଡାର ନୂତନ ନିର୍ମାଣ । ବାପାଙ୍କ ଦ୍ବାରା କରାଯାଇଥିବା ବିକାଶ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ ସ୍ବପ୍ନ ସାକାର କରିବି । ସବୁବେଳେ ଝାରସୁଗୁଡ଼ାବସୀଙ୍କ ସେବାରେ ରହିବି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବାପାଙ୍କ ସ୍ବପ୍ନ ପୂରା କରିବି ବୋଲି କହିଛନ୍ତି ଦୀପାଳି ଦାସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର