ଗୁଜୁରାଟ: କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ବର: ଗୁଜୁରାଟର ଭରୁଚରେ ଏକ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏହି ଅଗ୍ନିକାଣ୍ଡରେ ଗୁରୁତରଥିବା ସମସ୍ତେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। Deeply saddened by the loss of lives in the tragic fire accident at a hospital in Gujarat's #Bharuch. My […]

ଭୁବନେଶ୍ବର: ଗୁଜୁରାଟର ଭରୁଚରେ ଏକ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏହି ଅଗ୍ନିକାଣ୍ଡରେ ଗୁରୁତରଥିବା ସମସ୍ତେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

About The Author: The Sakala