ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଓଡ଼ିଶାରେ ଚିହ୍ନଟ ହେଲେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ ରୋଗୀ, ସୂଚନା ଦେଲେ କେନ୍ଦ୍ର ସରକାର

The Sakala Picture
Published On

ରାଜ୍ୟରେ ପସିଲା ଡେଲଟା ପ୍ଲସ ଭ୍ୟାରିଆଣ୍ଟ । ଓଡ଼ିଶାରେ ଚିହ୍ନଟ ହେଲେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ ରୋଗୀ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେନ୍ଦ୍ର ସରକାର । ଦେଶରେ ଚିହ୍ନଟ ହୋଇଥିବା ମୋଟ ୪୮ଟି ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ କେସ୍‌ ଭିତରୁ ଓଡ଼ିଶାରେ ଗୋଟିଏ ଚିହ୍ନଟ ହୋଇଛି। ଓଡ଼ିଶାର ଦେବଗଡ଼ରେ ଚିହ୍ନଟ ହୋଇଛି ଏହି କେସ୍‌ । As of today, there are 48 cases of Delta Plus across the […]

ରାଜ୍ୟରେ ପସିଲା ଡେଲଟା ପ୍ଲସ ଭ୍ୟାରିଆଣ୍ଟ । ଓଡ଼ିଶାରେ ଚିହ୍ନଟ ହେଲେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ ରୋଗୀ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେନ୍ଦ୍ର ସରକାର । ଦେଶରେ ଚିହ୍ନଟ ହୋଇଥିବା ମୋଟ ୪୮ଟି ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ କେସ୍‌ ଭିତରୁ ଓଡ଼ିଶାରେ ଗୋଟିଏ ଚିହ୍ନଟ ହୋଇଛି। ଓଡ଼ିଶାର ଦେବଗଡ଼ରେ ଚିହ୍ନଟ ହୋଇଛି ଏହି କେସ୍‌ ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

ଦେଶରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟର ୪୮ ମାମଲା ମଧ୍ୟରୁ ମହାରାଷ୍ଟ୍ରରୁ ୨୦, ତାମିଲନାଡୁରୁ ୯, ମଧ୍ୟପ୍ରଦେଶରୁ ୭, କେରଳରୁ ୩, ପଞ୍ଜାବ ଓ ଗୁଜୁରାଟରୁ ୨ ଜଣ ଲେଖାଏଁ, ଓଡିଶା, ରାଜସ୍ଥାନ, ଜାମ୍ମୁ କାଶ୍ମୀର ଓ କର୍ଣ୍ଣାଟକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ପ୍ରଥମ ଥର ପାଇଁ ଡେଲ୍ଟା ପ୍ଳସ୍ ରୋଗୀଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ରତ୍ନଗିରିର, ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।

25 Jun 2021 By The Sakala

ଓଡ଼ିଶାରେ ଚିହ୍ନଟ ହେଲେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ ରୋଗୀ, ସୂଚନା ଦେଲେ କେନ୍ଦ୍ର ସରକାର

ରାଜ୍ୟରେ ପସିଲା ଡେଲଟା ପ୍ଲସ ଭ୍ୟାରିଆଣ୍ଟ । ଓଡ଼ିଶାରେ ଚିହ୍ନଟ ହେଲେ ପ୍ରଥମ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ ରୋଗୀ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେନ୍ଦ୍ର ସରକାର । ଦେଶରେ ଚିହ୍ନଟ ହୋଇଥିବା ମୋଟ ୪୮ଟି ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟ କେସ୍‌ ଭିତରୁ ଓଡ଼ିଶାରେ ଗୋଟିଏ ଚିହ୍ନଟ ହୋଇଛି। ଓଡ଼ିଶାର ଦେବଗଡ଼ରେ ଚିହ୍ନଟ ହୋଇଛି ଏହି କେସ୍‌ ।

ଦେଶରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଏଣ୍ଟର ୪୮ ମାମଲା ମଧ୍ୟରୁ ମହାରାଷ୍ଟ୍ରରୁ ୨୦, ତାମିଲନାଡୁରୁ ୯, ମଧ୍ୟପ୍ରଦେଶରୁ ୭, କେରଳରୁ ୩, ପଞ୍ଜାବ ଓ ଗୁଜୁରାଟରୁ ୨ ଜଣ ଲେଖାଏଁ, ଓଡିଶା, ରାଜସ୍ଥାନ, ଜାମ୍ମୁ କାଶ୍ମୀର ଓ କର୍ଣ୍ଣାଟକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ପ୍ରଥମ ଥର ପାଇଁ ଡେଲ୍ଟା ପ୍ଳସ୍ ରୋଗୀଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ରତ୍ନଗିରିର, ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର