ରାଜଧାନୀରେ ଡେଙ୍ଗୁ ଆତଙ୍କ: ସହରାଞ୍ଚଳରୁ ବସ୍ତିକୁ ବ୍ଯାପିଲା ଡେଙ୍ଗୁ, ସାଲିଆ ସାହିରେ ୧୦୦ପାର କାଲ ଆକ୍ରାନ୍ତଙ୍କ ସଂଖ୍ଯା

The Sakala Picture
Published On

ଭୁବନେଶ୍ବର: ଡରାଇଲାଣି ଡେଙ୍ଗୁ। ରାଜଧାନୀରେ ବଢୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା।  ଡେଙ୍ଗୁ ପାଇଁ ହଟସ୍ପଟ ପାଲଟିଛି ଭୁବନେଶ୍ୱର। କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କ ପାଇଁ ଶଯ୍ୟାର ଘୋର ଅଭାବ ଦେଖା ଦେଇଛି। ଡେଙ୍ଗୁକୁ ନେଇ ଚିନ୍ତାଜନକ ସ୍ଥିତି ଥିବା ସ୍ୱୀକାର କରିଛନ୍ତି କ୍ୟାପିଟାଲ ହସ୍ପିଟାଲର ନିର୍ଦେଶକ। ୪୦ରୁ ଅଧିକ ରୋଗୀ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନିୟମିତ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି।  ରୋଗୀ ସଂଖ୍ୟାକୁ ଦୃଷ୍ଟିରେ ରଖି ୱାର୍ଡ ସଂଖ୍ୟା ବୃଦ୍ଧି କରାଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ନିୟମିତ ଭାବେ ଦୈନିକ […]

ଭୁବନେଶ୍ବର: ଡରାଇଲାଣି ଡେଙ୍ଗୁ। ରାଜଧାନୀରେ ବଢୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା।  ଡେଙ୍ଗୁ ପାଇଁ ହଟସ୍ପଟ ପାଲଟିଛି ଭୁବନେଶ୍ୱର। କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କ ପାଇଁ ଶଯ୍ୟାର ଘୋର ଅଭାବ ଦେଖା ଦେଇଛି। ଡେଙ୍ଗୁକୁ ନେଇ ଚିନ୍ତାଜନକ ସ୍ଥିତି ଥିବା ସ୍ୱୀକାର କରିଛନ୍ତି କ୍ୟାପିଟାଲ ହସ୍ପିଟାଲର ନିର୍ଦେଶକ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

୪୦ରୁ ଅଧିକ ରୋଗୀ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନିୟମିତ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି।  ରୋଗୀ ସଂଖ୍ୟାକୁ ଦୃଷ୍ଟିରେ ରଖି ୱାର୍ଡ ସଂଖ୍ୟା ବୃଦ୍ଧି କରାଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ନିୟମିତ ଭାବେ ଦୈନିକ ପାଖାପାଖି ୧୦୦ଡେଙ୍ଗୁ ଚିହ୍ନଟ ହେଉଛନ୍ତି।  ସେଥି ମଧ୍ୟରୁ ଭୁବନେଶ୍ୱର ମହାନଗର ନିଗମରୁ ଚିହ୍ନଟ ହେଉଛନ୍ତି ଶତକଡା ୯୫ପ୍ରତିଶତ ରହିଛନ୍ତି।  ବର୍ତ୍ତମାନ ସହରାଞ୍ଚଳରୁ ବସ୍ତିକୁ ବ୍ୟାପିଛି ଡେଙ୍ଗୁ। ସାଲିଆ ସାହିରେ ୧୦୦ପାର ହୋଇଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର