ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର ୧୨ ଜିଲ୍ଲାକୁ ଘନ କୁହୁଡ଼ି ଚେତାବନୀ

The Sakala Picture
Published On

ଭୁବନେଶ୍ୱର: ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର ୧୨ ଜିଲ୍ଲାକୁ ଘନ କୁହୁଡ଼ିର ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ରାତିର ତାପମାତ୍ରା ବୃଦ୍ଧି ଯୋଗୁଁ ରାଜ୍ୟରେ ଶୀତ କମିଥିଲେ ମଧ୍ୟ ଘନ କୁହୁଡି ଦେଖାଯାଉଛି । ସୋମବାର ସକାଳେ କିଛି ସ୍ଥାନରେ ଘନ କୁହୁଡି ଦେଖାଯାଇଥିଲା । ଘନ କୁହୁଡ଼ି ପାଇଁ ଚେତାବନୀ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, କଟକ, ଜଗତସିଂହପୁର, […]

ଭୁବନେଶ୍ୱର: ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର ୧୨ ଜିଲ୍ଲାକୁ ଘନ କୁହୁଡ଼ିର ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ରାତିର ତାପମାତ୍ରା ବୃଦ୍ଧି ଯୋଗୁଁ ରାଜ୍ୟରେ ଶୀତ କମିଥିଲେ ମଧ୍ୟ ଘନ କୁହୁଡି ଦେଖାଯାଉଛି । ସୋମବାର ସକାଳେ କିଛି ସ୍ଥାନରେ ଘନ କୁହୁଡି ଦେଖାଯାଇଥିଲା । ଘନ କୁହୁଡ଼ି ପାଇଁ ଚେତାବନୀ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କନ୍ଧମାଳ ଗଜପତି, କଳାହାଣ୍ଡି, କୋରାପୁଟ ଓ ରାୟଗଡ଼ା ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

26 Dec 2022 By The Sakala

ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର ୧୨ ଜିଲ୍ଲାକୁ ଘନ କୁହୁଡ଼ି ଚେତାବନୀ

ଭୁବନେଶ୍ୱର: ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର ୧୨ ଜିଲ୍ଲାକୁ ଘନ କୁହୁଡ଼ିର ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ରାତିର ତାପମାତ୍ରା ବୃଦ୍ଧି ଯୋଗୁଁ ରାଜ୍ୟରେ ଶୀତ କମିଥିଲେ ମଧ୍ୟ ଘନ କୁହୁଡି ଦେଖାଯାଉଛି । ସୋମବାର ସକାଳେ କିଛି ସ୍ଥାନରେ ଘନ କୁହୁଡି ଦେଖାଯାଇଥିଲା । ଘନ କୁହୁଡ଼ି ପାଇଁ ଚେତାବନୀ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କନ୍ଧମାଳ ଗଜପତି, କଳାହାଣ୍ଡି, କୋରାପୁଟ ଓ ରାୟଗଡ଼ା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର