ରାଜ୍ୟରେ ପ୍ରଥମ ଡେଲଟା ପ୍ଲସ୍ ଚିହ୍ନଟ ପରେ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଗଲା ଏପିଡୋମିଲୋଜି ଟିମ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରୁ ଚିହ୍ନଟ ହୋଇଛି ଗୋଟିଏ ଡେଲଟା ପ୍ଲସ କେସ। ଦେବଗଡ଼ରୁ ଚିହ୍ନଟ ବ୍ୟକ୍ତି ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଯାଇଛି ଏପିଡୋମିଲୋଡି ଟିମ୍ । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ସହ ଯେଉଁମାନଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନେ ସଂକ୍ରମିତ ହେଇଛନ୍ତି କି ନାହିଁ ଯାଞ୍ଚ କରାଯିବ । ସେହିପରି ସମସ୍ତେ ଟିକା ନେଇଛନ୍ତି କି ନାହିଁ ଅନୁଧ୍ୟାନ କରିବ ଏପିଡୋମିଲୋଜି ଟିମ୍ । ଡେଲଟା ପ୍ଲସ୍ ଚିହ୍ନଟ ହୋଇଥିବା ବ୍ୟକ୍ତି […]

ଭୁବନେଶ୍ୱର: ରାଜ୍ୟରୁ ଚିହ୍ନଟ ହୋଇଛି ଗୋଟିଏ ଡେଲଟା ପ୍ଲସ କେସ। ଦେବଗଡ଼ରୁ ଚିହ୍ନଟ ବ୍ୟକ୍ତି ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଯାଇଛି ଏପିଡୋମିଲୋଡି ଟିମ୍ । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ସହ ଯେଉଁମାନଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନେ ସଂକ୍ରମିତ ହେଇଛନ୍ତି କି ନାହିଁ ଯାଞ୍ଚ କରାଯିବ । ସେହିପରି ସମସ୍ତେ ଟିକା ନେଇଛନ୍ତି କି ନାହିଁ ଅନୁଧ୍ୟାନ କରିବ ଏପିଡୋମିଲୋଜି ଟିମ୍ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଡେଲଟା ପ୍ଲସ୍ ଚିହ୍ନଟ ହୋଇଥିବା ବ୍ୟକ୍ତି ୩୦ ମାର୍ଚ୍ଚରେ ଟିକା ନେଇଥିଲେ । ପରବର୍ତ୍ତୀ ସମୟରେ ଜଣେ କୋରନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି । ତାଙ୍କର କିଛି ଲକ୍ଷଣ ରହି ନଥିଲା । ମେ ମାସରେ ତାଙ୍କର ଜିନୋମ୍ ସିକ୍ୟୁଏନିସ ପାଇଁ ପଠାଯାଇଥିଲା । ସେ ଟିକା ନେଇଥିବାରୁ କୌଣସି ଲକ୍ଷଣ ଦେଖା ଯାଉନଥିଲା । ତେଣୁ ଟିକାର ପ୍ରଭାବ ରହିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କହିଛି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

26 Jun 2021 By The Sakala

ରାଜ୍ୟରେ ପ୍ରଥମ ଡେଲଟା ପ୍ଲସ୍ ଚିହ୍ନଟ ପରେ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଗଲା ଏପିଡୋମିଲୋଜି ଟିମ୍

ଭୁବନେଶ୍ୱର: ରାଜ୍ୟରୁ ଚିହ୍ନଟ ହୋଇଛି ଗୋଟିଏ ଡେଲଟା ପ୍ଲସ କେସ। ଦେବଗଡ଼ରୁ ଚିହ୍ନଟ ବ୍ୟକ୍ତି ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଦେବଗଡ଼ ଯାଇଛି ଏପିଡୋମିଲୋଡି ଟିମ୍ । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ସହ ଯେଉଁମାନଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନେ ସଂକ୍ରମିତ ହେଇଛନ୍ତି କି ନାହିଁ ଯାଞ୍ଚ କରାଯିବ । ସେହିପରି ସମସ୍ତେ ଟିକା ନେଇଛନ୍ତି କି ନାହିଁ ଅନୁଧ୍ୟାନ କରିବ ଏପିଡୋମିଲୋଜି ଟିମ୍ ।

ଡେଲଟା ପ୍ଲସ୍ ଚିହ୍ନଟ ହୋଇଥିବା ବ୍ୟକ୍ତି ୩୦ ମାର୍ଚ୍ଚରେ ଟିକା ନେଇଥିଲେ । ପରବର୍ତ୍ତୀ ସମୟରେ ଜଣେ କୋରନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି । ତାଙ୍କର କିଛି ଲକ୍ଷଣ ରହି ନଥିଲା । ମେ ମାସରେ ତାଙ୍କର ଜିନୋମ୍ ସିକ୍ୟୁଏନିସ ପାଇଁ ପଠାଯାଇଥିଲା । ସେ ଟିକା ନେଇଥିବାରୁ କୌଣସି ଲକ୍ଷଣ ଦେଖା ଯାଉନଥିଲା । ତେଣୁ ଟିକାର ପ୍ରଭାବ ରହିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କହିଛି ।

https://www.thesakala.in/latest-odisha-news/deogarh/after-detection-of-delta-plus-variant-in-odisha-epidemiology-team-to-deogarh/article-3245
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର