ଦେବଗଡ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ନୂତନ ଅତିରିକ୍ତ ସିଭିଲ୍ ଜଜ୍ ତଥା ଜେଏମଏଫସି କୋର୍ଟ, ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ବାରକୋଟ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି। ବିଭିନ୍ନ କାରଣରୁ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ବାରକୋଟ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ଵରରେ ପହଞ୍ଚିଲେ ରାଷ୍ଟ୍ରପତି, ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ସାମିଲ୍

ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି। ବିଭିନ୍ନ କାରଣରୁ ପଡିରହିଥିବା ମାମଲାଗୁଡିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ।

ଆହୁରି ପଢ଼ନ୍ତୁ: ହ୍ୱାଟ୍ସଆପ୍ ଓ ମେଟାକୁ ସୁପ୍ରିମକୋର୍ଟଙ୍କ କଡ଼ା ଚେତାବନୀ: 'ଡାଟା ଗୋପନୀୟତା ରକ୍ଷା କର, ନଚେତ୍ ଭାରତ ଛାଡ଼ି ପଳାଅ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp