ମଦ୍ଯପ ବାପାର ନୃଶଂସ କାଣ୍ଡ: ବାପାର କଟୁରି ଚୋଟରେ ପୁଅର ମୃତ୍ଯୁ

The Sakala Picture
Published On

ଦେବଗଡ଼: ଦେବଗଡ ଜିଲ୍ଲା ଗୁଣ୍ଡୁରିପୋଷି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ ବାପାର କଟୁରି ଚୋଟରେ ପୁଅର ମୃତ ଘଟିଛି। ମୃତକ ହେଲେ ଗୋଲବଦନ ପାତ୍ର । ତାଙ୍କ ବୟସ ୩୨ ବର୍ଷ ବୋଲି ଅନୁମାନ କରାଯାଉଛି । ସୂଚନା ଅନୁଯାୟୀ, ଗୁଣ୍ଡୁରିପୋଷି ଗ୍ରାମର ମୁଚି ପାତ୍ର ଓ ତାଙ୍କର ପୁଅ ଗୋଲବଦନ ମଧ୍ୟରେ ମଙ୍ଗଳବାର ବିଳମ୍ବିତ ରାତିରେ କୌଣସି କାରଣରୁ ବଚସା ହୋଇଥିଲା । ତେବେ ନିଶାସକ୍ତ ଅବସ୍ଥାରେ ଥିବା ବାପା ମୁଚି […]

ଦେବଗଡ଼: ଦେବଗଡ ଜିଲ୍ଲା ଗୁଣ୍ଡୁରିପୋଷି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ ବାପାର କଟୁରି ଚୋଟରେ ପୁଅର ମୃତ ଘଟିଛି। ମୃତକ ହେଲେ ଗୋଲବଦନ ପାତ୍ର । ତାଙ୍କ ବୟସ ୩୨ ବର୍ଷ ବୋଲି ଅନୁମାନ କରାଯାଉଛି ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶ ରାଜଗଡ଼ରେ ଲୋମହର୍ଷଣକାରୀ ଘଟଣା: ବୃଦ୍ଧା ଜେଜେମା’ଙ୍କୁ ଦୁଷ୍କର୍ମ ପରେ ନାତିର ବର୍ବର କାଣ୍ଡ, ନାକ ଓ ଜିଭ କାଟି କଲା ହତ୍ୟା

ସୂଚନା ଅନୁଯାୟୀ, ଗୁଣ୍ଡୁରିପୋଷି ଗ୍ରାମର ମୁଚି ପାତ୍ର ଓ ତାଙ୍କର ପୁଅ ଗୋଲବଦନ ମଧ୍ୟରେ ମଙ୍ଗଳବାର ବିଳମ୍ବିତ ରାତିରେ କୌଣସି କାରଣରୁ ବଚସା ହୋଇଥିଲା । ତେବେ ନିଶାସକ୍ତ ଅବସ୍ଥାରେ ଥିବା ବାପା ମୁଚି ତାଙ୍କର ପୁଅ ଗୋଲବଦନକୁ ଏକ କଟୁରି ସାହାଯ୍ୟରେ ଆକ୍ରମଣ କରିଥିଲେ । ଫଳରେ କଟୁରି ଚୋଟରେ ଗୋଲବଦନଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଖବରପାଇ ଦେବଗଡ ଥାନା ପୁଲିସ ଏବଂ ସାଇଣ୍ଟିଫିକ ଟିମ ପହଞ୍ଚି ଶବ ଓ ରକ୍ତ ଭିଜା କଟୁରି ଜବତ କରିବା ଘଟଣାର ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ବାପା ମୁଚିକୁ ପୁଲିସ ଅଟକ ରଖି ପଚାରାଉଚୁରା ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

18 May 2022 By The Sakala

ମଦ୍ଯପ ବାପାର ନୃଶଂସ କାଣ୍ଡ: ବାପାର କଟୁରି ଚୋଟରେ ପୁଅର ମୃତ୍ଯୁ

ଦେବଗଡ଼: ଦେବଗଡ ଜିଲ୍ଲା ଗୁଣ୍ଡୁରିପୋଷି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ ବାପାର କଟୁରି ଚୋଟରେ ପୁଅର ମୃତ ଘଟିଛି। ମୃତକ ହେଲେ ଗୋଲବଦନ ପାତ୍ର । ତାଙ୍କ ବୟସ ୩୨ ବର୍ଷ ବୋଲି ଅନୁମାନ କରାଯାଉଛି ।

ସୂଚନା ଅନୁଯାୟୀ, ଗୁଣ୍ଡୁରିପୋଷି ଗ୍ରାମର ମୁଚି ପାତ୍ର ଓ ତାଙ୍କର ପୁଅ ଗୋଲବଦନ ମଧ୍ୟରେ ମଙ୍ଗଳବାର ବିଳମ୍ବିତ ରାତିରେ କୌଣସି କାରଣରୁ ବଚସା ହୋଇଥିଲା । ତେବେ ନିଶାସକ୍ତ ଅବସ୍ଥାରେ ଥିବା ବାପା ମୁଚି ତାଙ୍କର ପୁଅ ଗୋଲବଦନକୁ ଏକ କଟୁରି ସାହାଯ୍ୟରେ ଆକ୍ରମଣ କରିଥିଲେ । ଫଳରେ କଟୁରି ଚୋଟରେ ଗୋଲବଦନଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଖବରପାଇ ଦେବଗଡ ଥାନା ପୁଲିସ ଏବଂ ସାଇଣ୍ଟିଫିକ ଟିମ ପହଞ୍ଚି ଶବ ଓ ରକ୍ତ ଭିଜା କଟୁରି ଜବତ କରିବା ଘଟଣାର ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ବାପା ମୁଚିକୁ ପୁଲିସ ଅଟକ ରଖି ପଚାରାଉଚୁରା ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର