ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

The Sakala Picture
Published On

ଦେବଗଡ଼: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ଭିଜିଲାନ୍ସ ଟିମ୍ ତାଙ୍କ ଘର, ସମ୍ପର୍କୀୟଙ୍କ ଘର ଓ ଅଫିସରେ ରେଡ୍ ଚଳାଇଛନ୍ତି । ଆଜି ଭୋର ପ୍ରାୟ ୫ଟା ସମୟରେ ବିକାଶଙ୍କ ବଳମସ୍ଥିତ ବାସଭବନ ଏବଂ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। […]

ଦେବଗଡ଼: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ଭିଜିଲାନ୍ସ ଟିମ୍ ତାଙ୍କ ଘର, ସମ୍ପର୍କୀୟଙ୍କ ଘର ଓ ଅଫିସରେ ରେଡ୍ ଚଳାଇଛନ୍ତି ।

ଆହୁରି ପଢ଼ନ୍ତୁ: ଦେଶବ୍ୟାପୀ ଏଲପିଜି ସଙ୍କଟ: ଟ୍ରେନରେ ରନ୍ଧା ଖାଦ୍ୟ ବନ୍ଦ କରିପାରେ IRCTC, ରନ୍ଧନ ବ୍ୟବସ୍ଥାର ବିକଳ୍ପ ବ୍ୟବହାର ପାଇଁ ପରାମର୍ଶ

ଆଜି ଭୋର ପ୍ରାୟ ୫ଟା ସମୟରେ ବିକାଶଙ୍କ ବଳମସ୍ଥିତ ବାସଭବନ ଏବଂ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଭିଜିଲାନ୍ସ ଡିଏସପି ବିରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ରାଉକେଲା ଓ ଦେବଗଡ଼ ଜିଲ୍ଲାର ଭିଜିଲାନ୍ସ ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି। ଚଢ଼ଉ ବେଳେ ତାଙ୍କ ଘରୁ କିଛି ଜମିଜମା କାଗଜପତ୍ର ଓ ନଗଦ ୪ ଲକ୍ଷ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି। ଏହାସହ ତାଙ୍କ ଘରୁ ଏକ ବୋଲେରୋ ଓ ବୁଲେଟ ଗାଡ଼ି ଜବତ ହୋଇଛି । ବିକାଶଙ୍କର ବଳମରେ ଦୁଇ ମହଲା କୋଠା ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ତାଙ୍କ ପାଖରୁ କେତେ ଆୟ ବର୍ହିଭୂତ ସମ୍ପତ୍ତି ମିଳିଛି ଜଣା ପଡିନି । ଚଢ଼ାଉ ସରିବା ପରେ ସ୍ପଷ୍ଟ ହେବ।

ଆହୁରି ପଢ଼ନ୍ତୁ: ଯୋଗାଣ ବିଭାଗ ଖର୍ଚ୍ଚ ଦାବି ଆଲୋଚନାରେ ବର୍ଷିଲା ବିଜେଡି: ଚାଷୀଙ୍କ ମନର ନିଆଁରେ ସରକାର ଜଳିଯିବେ

11 Oct 2021 By The Sakala

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଦେବଗଡ଼: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ଭିଜିଲାନ୍ସ ଟିମ୍ ତାଙ୍କ ଘର, ସମ୍ପର୍କୀୟଙ୍କ ଘର ଓ ଅଫିସରେ ରେଡ୍ ଚଳାଇଛନ୍ତି ।

ଆଜି ଭୋର ପ୍ରାୟ ୫ଟା ସମୟରେ ବିକାଶଙ୍କ ବଳମସ୍ଥିତ ବାସଭବନ ଏବଂ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଭିଜିଲାନ୍ସ ଡିଏସପି ବିରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ରାଉକେଲା ଓ ଦେବଗଡ଼ ଜିଲ୍ଲାର ଭିଜିଲାନ୍ସ ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି। ଚଢ଼ଉ ବେଳେ ତାଙ୍କ ଘରୁ କିଛି ଜମିଜମା କାଗଜପତ୍ର ଓ ନଗଦ ୪ ଲକ୍ଷ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି। ଏହାସହ ତାଙ୍କ ଘରୁ ଏକ ବୋଲେରୋ ଓ ବୁଲେଟ ଗାଡ଼ି ଜବତ ହୋଇଛି । ବିକାଶଙ୍କର ବଳମରେ ଦୁଇ ମହଲା କୋଠା ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ତାଙ୍କ ପାଖରୁ କେତେ ଆୟ ବର୍ହିଭୂତ ସମ୍ପତ୍ତି ମିଳିଛି ଜଣା ପଡିନି । ଚଢ଼ାଉ ସରିବା ପରେ ସ୍ପଷ୍ଟ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର