ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର, ଏକକାଳୀନ ୬ଟି ସ୍ଥାନରେ ଚଢାଉ ଜାରି…

The Sakala Picture
Published On

ଭୁବନେଶ୍ବର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ କୋରାପୁଟର ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ତଥା ଭାରପ୍ରାପ୍ତ ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଇଛି। ଏପର୍ଯ୍ୟନ୍ତ ତାଙ୍କ ଘରେ ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ମିଳିଛି। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୬ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୯ […]

ଭୁବନେଶ୍ବର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ କୋରାପୁଟର ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ତଥା ଭାରପ୍ରାପ୍ତ ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଇଛି। ଏପର୍ଯ୍ୟନ୍ତ ତାଙ୍କ ଘରେ ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ମିଳିଛି। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୬ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୯ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଜୟପୁର ଏବଂ ଭୁବନେଶ୍ୱରର ନିମ୍ନଲିଖିତ ୬ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

 

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର