ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି: ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

The Sakala Picture
Published On

ପୁରୀ: ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରୁଛନ୍ତି ଶ୍ରୀଜିଉ। ଏଥିପାଇଁ ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି । ରାତି ୩ଟା ୩୦ରୁ ମଙ୍ଗଳାର୍ପଣ ହୋଇ ୪ଟାରୁ ୬ଟା ମଧ୍ୟରେ ପହଣ୍ଡି କରାଯାଇଥିଲା । ୭ଟାରେ ତଡ଼ପ ଲାଗି କରାଯାଉଥିବା ବେଳେ ୮ଟାରେ ଅବକାଶ ନୀତି ସମ୍ପର୍ଣ୍ଣ  […]

ପୁରୀ: ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରୁଛନ୍ତି ଶ୍ରୀଜିଉ।

ଆହୁରି ପଢ଼ନ୍ତୁ: ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା

ଏଥିପାଇଁ ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି । ରାତି ୩ଟା ୩୦ରୁ ମଙ୍ଗଳାର୍ପଣ ହୋଇ ୪ଟାରୁ ୬ଟା ମଧ୍ୟରେ ପହଣ୍ଡି କରାଯାଇଥିଲା । ୭ଟାରେ ତଡ଼ପ ଲାଗି କରାଯାଉଥିବା ବେଳେ ୮ଟାରେ ଅବକାଶ ନୀତି ସମ୍ପର୍ଣ୍ଣ  ହୋଇଛ । ପରେ ୯ଟାରେ ସୂର୍ଯ୍ଯ ପୂଜା କରାଯାଇଛି । ୯ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଜଳବିଜେ, ପୂଜା ଓ ସ୍ନାନ କାର୍ଯ୍ଯ କରାଯିବ । ୧୨ଟା ୧୫ରେ ମହାପ୍ରଭୁଙ୍କୁ ନୂଆ ଲୁଗା ଲାଗି ବେଶ କରାଯିବ। ୧୨ଟା ୧୫ରୁ ୧୨ଟା ୪୫ ମଧ୍ୟରେ ଛେରା ପହଁରା ପରେ ଗଜାନନ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ସନ୍ଧ୍ୟା ୬ଟାରେ ସାହାଣ ମେଲା ଓ ରାତି ୧୦ଟାରୁ ଗୋଟାଏ ମଧ୍ୟରେ ଅନୁଷ୍ଠିତ ହେବ ବାହୁଡ଼ା ପହଣ୍ଡି । କରୋନା ପାଇଁ ଗତ ଦୁଇବର୍ଷ ସ୍ନାନ ଯାତ୍ରାରୁ ବଞ୍ଚିତ ହୋଇଥିଲେ ଭକ୍ତ । ଚଳିତ ବର୍ଷ ସଂକ୍ରମଣ ହ୍ରାସ ପାଇଥିବାରୁ ଭକ୍ତଙ୍କୁ ସ୍ନାନ ଯାତ୍ରାରେ ସାମିଲ ହେବାକୁ ଅନୁମତି ମିଳିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

14 Jun 2022 By The Sakala

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି: ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

ପୁରୀ: ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରୁଛନ୍ତି ଶ୍ରୀଜିଉ।

ଏଥିପାଇଁ ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି । ରାତି ୩ଟା ୩୦ରୁ ମଙ୍ଗଳାର୍ପଣ ହୋଇ ୪ଟାରୁ ୬ଟା ମଧ୍ୟରେ ପହଣ୍ଡି କରାଯାଇଥିଲା । ୭ଟାରେ ତଡ଼ପ ଲାଗି କରାଯାଉଥିବା ବେଳେ ୮ଟାରେ ଅବକାଶ ନୀତି ସମ୍ପର୍ଣ୍ଣ  ହୋଇଛ । ପରେ ୯ଟାରେ ସୂର୍ଯ୍ଯ ପୂଜା କରାଯାଇଛି । ୯ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଜଳବିଜେ, ପୂଜା ଓ ସ୍ନାନ କାର୍ଯ୍ଯ କରାଯିବ । ୧୨ଟା ୧୫ରେ ମହାପ୍ରଭୁଙ୍କୁ ନୂଆ ଲୁଗା ଲାଗି ବେଶ କରାଯିବ। ୧୨ଟା ୧୫ରୁ ୧୨ଟା ୪୫ ମଧ୍ୟରେ ଛେରା ପହଁରା ପରେ ଗଜାନନ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ସନ୍ଧ୍ୟା ୬ଟାରେ ସାହାଣ ମେଲା ଓ ରାତି ୧୦ଟାରୁ ଗୋଟାଏ ମଧ୍ୟରେ ଅନୁଷ୍ଠିତ ହେବ ବାହୁଡ଼ା ପହଣ୍ଡି । କରୋନା ପାଇଁ ଗତ ଦୁଇବର୍ଷ ସ୍ନାନ ଯାତ୍ରାରୁ ବଞ୍ଚିତ ହୋଇଥିଲେ ଭକ୍ତ । ଚଳିତ ବର୍ଷ ସଂକ୍ରମଣ ହ୍ରାସ ପାଇଥିବାରୁ ଭକ୍ତଙ୍କୁ ସ୍ନାନ ଯାତ୍ରାରେ ସାମିଲ ହେବାକୁ ଅନୁମତି ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର