ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ସୁରକ୍ଷା ବ୍ଯବସ୍ଥାର ସମୀକ୍ଷା କଲେ ପୁଲିସ ଡିଜି ଅଭୟ
ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସୁରକ୍ଷା ବଳୟରେ ରହିବ ବିଧାନସଭା ଗୃହ। ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ଡିଜିପି ଅଭୟ ବିଧାନସଭା ବାହାର ଓ ଭିତରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ଚଳିତ ଅଧିବେଶରେ ବ୍ୟପାକ ପ୍ଲାଟୁନ୍ ପୁଲିସ ଫୋର୍ସ ମୃତୟନ ହେବେ। କରୋନା ପାଇଁ ଏମିତି ବ୍ୟବସ୍ଥା କରାଯାଇଥିବା ଜଣାପଡିଛି। ସୁରକ୍ଷା ଦାୟିତ୍ୱରେ ଅତିରିକ୍ତ ଡିସିପି, ଏସିପି, ଆଇଆଇସି ଓ ଏସଆଇଙ୍କ ସମେତ ବଛାବଛା […]
ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସୁରକ୍ଷା ବଳୟରେ ରହିବ ବିଧାନସଭା ଗୃହ। ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ଡିଜିପି ଅଭୟ ବିଧାନସଭା ବାହାର ଓ ଭିତରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ଚଳିତ ଅଧିବେଶରେ ବ୍ୟପାକ ପ୍ଲାଟୁନ୍ ପୁଲିସ ଫୋର୍ସ ମୃତୟନ ହେବେ। କରୋନା ପାଇଁ ଏମିତି ବ୍ୟବସ୍ଥା କରାଯାଇଥିବା ଜଣାପଡିଛି। ସୁରକ୍ଷା ଦାୟିତ୍ୱରେ ଅତିରିକ୍ତ ଡିସିପି, ଏସିପି, ଆଇଆଇସି ଓ ଏସଆଇଙ୍କ ସମେତ ବଛାବଛା ଅଫିସରଙ୍କୁ ସୁରକ୍ଷା ଦାୟିତ୍ୱ ଦିଆଯାଇଛି।
ଏହାଛଡ଼ା ସାଦା ପୋଷାକଧାରୀ ପୁଲିସ, ରୁଫଟପ୍ ସିକ୍ୟୁରିଟି, କ୍ୟୁଆରଟି, ଷ୍ଟ୍ରାଇକିଂ ଫୋର୍ସ ମଧ୍ୟ ମୁତୟନ ହେବେ। ବିଧାନସଭା ଭିତର ଓ ବାହାରକୁ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ୍ କରାଯିବ। କରୋନା ପାଇଁ ପିଏମ୍ଜିରେ ଅଧିକ ଭିଡ ପାଇଁ କଟକଣା ରହିଛି। ଯଦି କେହି ନିୟମ ନ’ମାନି ଧାରଣ ସ୍ଥଳରେ ଆନ୍ଦୋଳନ କରିବେ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କହିଛି। କରୋନା ପାଇଁ ବିଭିନ୍ନ ଆଡେ ପୋଲିସ ମୁତୟନ ହୋଇଛନ୍ତି। ସିସିଟିଭି କ୍ୟାମେରା ପିଏମ୍ଜିରେ ଲାଗିବା ସହ ସୁରକ୍ଷା ବ୍ୟବସ୍ଥା ତଦାରଖ କରିବାକୁ ୪ ଟି ଅସ୍ଥାୟୀ କଣ୍ଟ୍ରୋଲ୍ ରୁମ୍ କରାଯାଇଛି।