ଧାମନଗର ଉପନିର୍ବାଚନ: ଶୃଙ୍ଖଳିତ ଭୋଟ ଗ୍ରହଣ ନେଇ ପୁଲିସ ଡିଜିଙ୍କ ସମୀକ୍ଷା, ସ୍ବଚ୍ଛ ଓ ନିରପେକ୍ଷ ଭୋଟ ଗ୍ରହଣ ଉପରେ ଗୁରୁତ୍ୱ

The Sakala Picture
Published On

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ନେଇ ସମୀକ୍ଷା କରିଛନ୍ତି ପୁଲିସ ଡିଜି  ସୁନୀଲ ବଂଶଲ। ଶୃଙ୍ଖଳିତ ଭୋଟ ଗ୍ରହଣ ନେଇ ଭିସିରେ ସମୀକ୍ଷା କରିଛନ୍ତି ଡିଜି ସୁନୀଲ ବଂଶଲ। ବୈଠକରେ ଏଡିଜି, ଆଇଜି, ଡିଆଇଜି ଓ ଭଦ୍ରକ ଏସପି ଉପସ୍ଥିତ ଥିଲେ । ଇସିଆଇଙ୍କ ଗାଇଡଲାଇନ ଅନୁପାଳନକୁ ଗୁରୁତ୍ୱ ଦେବାକୁ କୁହାଯାଇଛି । ସ୍ବଚ୍ଛ ଓ ନିରପେକ୍ଷ ଭୋଟ ଗ୍ରହଣ ଓ ଆଦର୍ଶ ଆଚରଣ ବିଧି କାର୍ଯ୍ଯକାରୀ ଉପରେ ଗୁରୁତ୍ୱାରୋପ କରାଯାଇଛି। ଉପନିର୍ବାଚନରେ ୪ ପ୍ଲାଟୁନ ସିଆରପିଏଫ୍ ମୁତୟନ […]

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ନେଇ ସମୀକ୍ଷା କରିଛନ୍ତି ପୁଲିସ ଡିଜି  ସୁନୀଲ ବଂଶଲ। ଶୃଙ୍ଖଳିତ ଭୋଟ ଗ୍ରହଣ ନେଇ ଭିସିରେ ସମୀକ୍ଷା କରିଛନ୍ତି ଡିଜି ସୁନୀଲ ବଂଶଲ। ବୈଠକରେ ଏଡିଜି, ଆଇଜି, ଡିଆଇଜି ଓ ଭଦ୍ରକ ଏସପି ଉପସ୍ଥିତ ଥିଲେ । ଇସିଆଇଙ୍କ ଗାଇଡଲାଇନ ଅନୁପାଳନକୁ ଗୁରୁତ୍ୱ ଦେବାକୁ କୁହାଯାଇଛି । ସ୍ବଚ୍ଛ ଓ ନିରପେକ୍ଷ ଭୋଟ ଗ୍ରହଣ ଓ ଆଦର୍ଶ ଆଚରଣ ବିଧି କାର୍ଯ୍ଯକାରୀ ଉପରେ ଗୁରୁତ୍ୱାରୋପ କରାଯାଇଛି। ଉପନିର୍ବାଚନରେ ୪ ପ୍ଲାଟୁନ ସିଆରପିଏଫ୍ ମୁତୟନ ହେବ । ଏହାସହ ୨୦ପ୍ଲାଟୁନ ଫୋର୍ସ, ୪୬ ମୋବାଇଲ ପାଟ୍ରୋଲିଂ ୟୁନିଟ ମୁତୟନ ହେବେ । ବର୍ତ୍ତମାନ ସୁଦ୍ଧା  ୮୩ ଅବକାରୀ ମାମଲା ରୁଜୁ ସହ ୧ ହଜାର ୩୫ ଲିଟର ମଦ ଜବତ କରିଛି ପୁଲିସ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

25 Oct 2022 By The Sakala

ଧାମନଗର ଉପନିର୍ବାଚନ: ଶୃଙ୍ଖଳିତ ଭୋଟ ଗ୍ରହଣ ନେଇ ପୁଲିସ ଡିଜିଙ୍କ ସମୀକ୍ଷା, ସ୍ବଚ୍ଛ ଓ ନିରପେକ୍ଷ ଭୋଟ ଗ୍ରହଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ନେଇ ସମୀକ୍ଷା କରିଛନ୍ତି ପୁଲିସ ଡିଜି  ସୁନୀଲ ବଂଶଲ। ଶୃଙ୍ଖଳିତ ଭୋଟ ଗ୍ରହଣ ନେଇ ଭିସିରେ ସମୀକ୍ଷା କରିଛନ୍ତି ଡିଜି ସୁନୀଲ ବଂଶଲ। ବୈଠକରେ ଏଡିଜି, ଆଇଜି, ଡିଆଇଜି ଓ ଭଦ୍ରକ ଏସପି ଉପସ୍ଥିତ ଥିଲେ । ଇସିଆଇଙ୍କ ଗାଇଡଲାଇନ ଅନୁପାଳନକୁ ଗୁରୁତ୍ୱ ଦେବାକୁ କୁହାଯାଇଛି । ସ୍ବଚ୍ଛ ଓ ନିରପେକ୍ଷ ଭୋଟ ଗ୍ରହଣ ଓ ଆଦର୍ଶ ଆଚରଣ ବିଧି କାର୍ଯ୍ଯକାରୀ ଉପରେ ଗୁରୁତ୍ୱାରୋପ କରାଯାଇଛି। ଉପନିର୍ବାଚନରେ ୪ ପ୍ଲାଟୁନ ସିଆରପିଏଫ୍ ମୁତୟନ ହେବ । ଏହାସହ ୨୦ପ୍ଲାଟୁନ ଫୋର୍ସ, ୪୬ ମୋବାଇଲ ପାଟ୍ରୋଲିଂ ୟୁନିଟ ମୁତୟନ ହେବେ । ବର୍ତ୍ତମାନ ସୁଦ୍ଧା  ୮୩ ଅବକାରୀ ମାମଲା ରୁଜୁ ସହ ୧ ହଜାର ୩୫ ଲିଟର ମଦ ଜବତ କରିଛି ପୁଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର