ଜେଲ୍‌ ଫେରନ୍ତା ଅଭିଯୁକ୍ତକୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

The Sakala Picture
Published On

କାମାକ୍ଷାନଗର: କାମାକ୍ଷାନଗରର ବହୁ ଚର୍ଚ୍ଚିତ ଦୀପକ ମାହୁଁନ୍ତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ନିରଞ୍ଜନ ସାହୁଙ୍କୁ ବିଭତ୍ସ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। କାମାକ୍ଷାନଗର ଥାନା ଆଳତୁମା ଗାଁ ରେଲୱେ ଓଭର ବ୍ରିଜ ପାଖ ସଉରିଆ ନିକଟରେ ହତ୍ୟାକାଣ୍ଡ ଘଟିଛି । ଘଟଣା ସ୍ଥଳରୁ ରକ୍ତ ଜୁଡୁବୁଡୁ ମୃତଦେହ ସହ ଗୁଳି ଜବତ କରିଛି ପୁଲିସ । ବିଳମ୍ବିତ ରାତିରେ ବିଭତ୍ସ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଗତ ଦୁଇ ବର୍ଷ ତଳେ ବାରୁଆଁର ପୂର୍ବତନ ସମିତିସଭ୍ୟ ଦୀପକ […]

କାମାକ୍ଷାନଗର: କାମାକ୍ଷାନଗରର ବହୁ ଚର୍ଚ୍ଚିତ ଦୀପକ ମାହୁଁନ୍ତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ନିରଞ୍ଜନ ସାହୁଙ୍କୁ ବିଭତ୍ସ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। କାମାକ୍ଷାନଗର ଥାନା ଆଳତୁମା ଗାଁ ରେଲୱେ ଓଭର ବ୍ରିଜ ପାଖ ସଉରିଆ ନିକଟରେ ହତ୍ୟାକାଣ୍ଡ ଘଟିଛି । ଘଟଣା ସ୍ଥଳରୁ ରକ୍ତ ଜୁଡୁବୁଡୁ ମୃତଦେହ ସହ ଗୁଳି ଜବତ କରିଛି ପୁଲିସ । ବିଳମ୍ବିତ ରାତିରେ ବିଭତ୍ସ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଗତ ଦୁଇ ବର୍ଷ ତଳେ ବାରୁଆଁର ପୂର୍ବତନ ସମିତିସଭ୍ୟ ଦୀପକ ମାହୁଁନ୍ତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଥିଲେ ନିରଞ୍ଜନ। କାମାକ୍ଷାନଗର ପୁଲିସ ତନାଘନା ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମାଈ ହାତୀର ମୃତଦେହ ଠାବ: ବିଦ୍ୟୁତ୍ ଆଘାତରେ ମୃତ୍ୟୁ ସନ୍ଦେହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର