ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ଆଉ ଜଣେ ରୋଗୀର ମୃତ୍ୟୁ

The Sakala Picture
Published On

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ଆଉ ଜଣେ ରୋଗୀର ମୃତ୍ୟୁ । ପରଜଙ୍ଗ ଥାନା ଅନ୍ତର୍ଗତ ଲୋଧଣୀ ଗ୍ରାମର ଦୁର୍ଯୋଧନ ନାୟକ (୫୦) ଉଚ୍ଚ ରକ୍ତଚାପ ରୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲା । ଗୁରୁବାର ଭୋର ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ମୃତ୍ୟୁ ବରଣ କରିଛନ୍ତି । ମୃତକଙ୍କ ପରିବାର ଲୋକେ ବେଡ଼ ନ ମିଳିବା ଓ ଚିକିତ୍ସାର ଅବହେଳା କାରଣରୁ ମୃତ୍ୟୁ […]

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ଆଉ ଜଣେ ରୋଗୀର ମୃତ୍ୟୁ । ପରଜଙ୍ଗ ଥାନା ଅନ୍ତର୍ଗତ ଲୋଧଣୀ ଗ୍ରାମର ଦୁର୍ଯୋଧନ ନାୟକ (୫୦) ଉଚ୍ଚ ରକ୍ତଚାପ ରୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲା । ଗୁରୁବାର ଭୋର ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ମୃତ୍ୟୁ ବରଣ କରିଛନ୍ତି । ମୃତକଙ୍କ ପରିବାର ଲୋକେ ବେଡ଼ ନ ମିଳିବା ଓ ଚିକିତ୍ସାର ଅବହେଳା କାରଣରୁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି । ପ୍ରକାଶ ଥାଉକିଯେ ଗତ ୧୩ ତାରିଖ ଦିନ ମୁଖ୍ୟ ଚିକିତ୍ସାଳୟ ପାଞ୍ଚ ମହଲା ଛାତରୁ ଡେଇଁ ଆଉ ଜଣେ ରୋଗୀର ମୃତ୍ୟୁ ଘଟିଥିଲା ।

18 Aug 2022 By The Sakala

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ଆଉ ଜଣେ ରୋଗୀର ମୃତ୍ୟୁ

ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ଆଉ ଜଣେ ରୋଗୀର ମୃତ୍ୟୁ । ପରଜଙ୍ଗ ଥାନା ଅନ୍ତର୍ଗତ ଲୋଧଣୀ ଗ୍ରାମର ଦୁର୍ଯୋଧନ ନାୟକ (୫୦) ଉଚ୍ଚ ରକ୍ତଚାପ ରୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲା । ଗୁରୁବାର ଭୋର ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ୪ ମହଲା ଛାତରୁ ଡେଇଁ ମୃତ୍ୟୁ ବରଣ କରିଛନ୍ତି । ମୃତକଙ୍କ ପରିବାର ଲୋକେ ବେଡ଼ ନ ମିଳିବା ଓ ଚିକିତ୍ସାର ଅବହେଳା କାରଣରୁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି । ପ୍ରକାଶ ଥାଉକିଯେ ଗତ ୧୩ ତାରିଖ ଦିନ ମୁଖ୍ୟ ଚିକିତ୍ସାଳୟ ପାଞ୍ଚ ମହଲା ଛାତରୁ ଡେଇଁ ଆଉ ଜଣେ ରୋଗୀର ମୃତ୍ୟୁ ଘଟିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର