ଢେଙ୍କାନାଳରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ
ଢେଙ୍କାନାଳ: ଢେଙ୍କାନାଳ ସହର ଥାନା ଅନ୍ତର୍ଗତ ଓସ୍ତପାଳ ଗ୍ରାମ ଛକଠାରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ହାତୀର ଆନୁମାନିକ ବୟସ ୨୦ ବର୍ଷ ହେବ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ବନବିଭାଗ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି।

12 Mar 2023
By The Sakala

⊕ https://www.thesakala.in/latest-odisha-news/dhenkanal/an-elephant-dead-body-was-recovered-the-reason-being-unclear/article-19719