ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ

The Sakala Picture
Published On

ଢେଙ୍କାନାଳ: ହିନ୍ଦୋଳ ତହସିଲ ଅନ୍ତର୍ଗତ ଗଣ୍ଡାନାଳୀ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଏବଂ ଜଣେ ବ୍ୟକ୍ତିଗତ ବ୍ୟକ୍ତିଙ୍କୁ ଆଜି ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି ।  ଏକ ମ୍ୟୁଟେସନ୍ ମାମଲାରେ ରିପୋର୍ଟ କରିବା ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେମାନଙ୍କୁ ଗିରଫ କରାଯାଇଛି । ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା । ଖବର ପାଇଁ ଭିଜିଲାନ୍ସ ଟିମ୍‍ […]

ଢେଙ୍କାନାଳ: ହିନ୍ଦୋଳ ତହସିଲ ଅନ୍ତର୍ଗତ ଗଣ୍ଡାନାଳୀ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଏବଂ ଜଣେ ବ୍ୟକ୍ତିଗତ ବ୍ୟକ୍ତିଙ୍କୁ ଆଜି ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି ।  ଏକ ମ୍ୟୁଟେସନ୍ ମାମଲାରେ ରିପୋର୍ଟ କରିବା ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେମାନଙ୍କୁ ଗିରଫ କରାଯାଇଛି । ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା । ଖବର ପାଇଁ ଭିଜିଲାନ୍ସ ଟିମ୍‍ ତାଙ୍କୁ ଧରିଥିଲା । ତାଙ୍କ ସହିତ ଅନ୍ୟ ଜଣେ ବ୍ୟକ୍ତି ବିଷ୍ଣୁ ବଲ୍ଲଭ ଖଟୁଆ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

28 May 2025 By The Sakala

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ

ଢେଙ୍କାନାଳ: ହିନ୍ଦୋଳ ତହସିଲ ଅନ୍ତର୍ଗତ ଗଣ୍ଡାନାଳୀ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଏବଂ ଜଣେ ବ୍ୟକ୍ତିଗତ ବ୍ୟକ୍ତିଙ୍କୁ ଆଜି ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି ।  ଏକ ମ୍ୟୁଟେସନ୍ ମାମଲାରେ ରିପୋର୍ଟ କରିବା ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେମାନଙ୍କୁ ଗିରଫ କରାଯାଇଛି । ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା । ଖବର ପାଇଁ ଭିଜିଲାନ୍ସ ଟିମ୍‍ ତାଙ୍କୁ ଧରିଥିଲା । ତାଙ୍କ ସହିତ ଅନ୍ୟ ଜଣେ ବ୍ୟକ୍ତି ବିଷ୍ଣୁ ବଲ୍ଲଭ ଖଟୁଆ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

https://www.thesakala.in/latest-odisha-news/dhenkanal/bribery-ri-caught-in-vigilance-net/article-40841
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର