ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍: ୨ମୃତ, ୩ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ଥାନା ଭାପୁର ଫାଣ୍ଡି ଅନ୍ତର୍ଗତ ମହୁଲପୁଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି । ଫଳରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭୋଜି ବେଳେ ପାଣି ସରି ଯିବାରୁ ପାଣି ପାଇଁ ମହୁଲପୁଞ୍ଜି ଗ୍ରାମକୁ ଆସୁଥିଲେ। ଏହି ସମୟରେ କାରଟି ଭାରସାମ୍ୟ ହରାଇ ଗଛରେ […]

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ଥାନା ଭାପୁର ଫାଣ୍ଡି ଅନ୍ତର୍ଗତ ମହୁଲପୁଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି । ଫଳରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭୋଜି ବେଳେ ପାଣି ସରି ଯିବାରୁ ପାଣି ପାଇଁ ମହୁଲପୁଞ୍ଜି ଗ୍ରାମକୁ ଆସୁଥିଲେ। ଏହି ସମୟରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା।

About The Author: The Sakala