ମନୋରଞ୍ଜନ

ହୃଦଘାତରେ ଆଖି ବୁଜିଲେ ବଲିଉଡର 'କ୍ରାନ୍ତିବୀର' ବର୍ଷୀୟାନ ଅଭିନେତା ନାନା ପାଟେକର
ଚେକ୍ ବାଉନ୍ସ ମାମଲା: ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ, ୧.୧୫ କୋଟି ଟଙ୍କା ଜମା କରିବାକୁ ନିର୍ଦ୍ଦେଶ
ଇଣ୍ଡୋନେସିଆରେ ବଲିଉଡ୍ ଅଭିନେତ୍ରୀ ନୁସରତ ଭରୁଚାଙ୍କ ବଡ଼ ଦୁର୍ଘଟଣା: ମେରୁଦଣ୍ଡରେ ଫ୍ରାକ୍ଚର, ଏୟାର ଆମ୍ବୁଲାନ୍ସରେ ଫେରିବେ ଭାରତ
ଏଆଇ କମ୍ପାନୀ ବିରୋଧରେ କୋର୍ଟରେ ପହଞ୍ଚିଲେ ଉର୍ବଶୀ ରୌତେଲା, ମାଗିଲେ ୭୦୦୦ କୋଟି ଟଙ୍କାର କ୍ଷତିପୂରଣ
ବଲିଉଡ୍ ଅଭିନେତା ମୁସ୍ତାକ ଖାନଙ୍କ ପରଲୋକ, ୫୭ ବର୍ଷ ବୟସରେ କ୍ୟାନ୍‌ସରରେ ଆଖି ବୁଜିଲେ ଅଭିନେତା
ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ପାଇଲେ ୟାମି ଗୌତମ; କହିଲେ, ‘ଏବେ ବି ନିଜକୁ ନୂଆ କଳାକାର ଭଳି ଲାଗୁଛି’

ଜୀବନଚର୍ଯ୍ୟା

କ'ଣ ଜୁମ୍ବା ପ୍ରକୃତରେ ଏକ ଫୁଲ୍-ବଡି ୱାର୍କଆଉଟ୍ ହୋଇପାରେ? ଜାଣନ୍ତୁ ଫିଟନେସ୍ ବିଶେଷଜ୍ଞଙ୍କ ମତ
ଦିନ ତମାମ ପରିଶ୍ରମ ପରେ ଶାନ୍ତିରେ ଶୋଇବା ପାଇଁ ଅସୁବିଧା ହେଉଛି କି? ଶୋଇବା ପୂର୍ବରୁ କରନ୍ତୁ ଏହି ସହଜ ଯୋଗାସନ
କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଦେବ ପିଆଜ ଚୋପା, ଜାଣନ୍ତୁ କଳା ଏବଂ ଘନ କେଶ ପାଇଁ ଏହାର ବ୍ୟବହାର
ଲିଭର ପାଇଁ ବରଦାନ ସାଜିବ କଫି: ୧୩ ବର୍ଷର ରିସର୍ଚ୍ଚରୁ ମିଳିଲା ବଡ଼ ଖୁସି ଖବର
ମଦ୍ୟପାନକୁ 'ନା' କହୁଛି ଆଜିର ଯୁବପିଢ଼ି: ସ୍ୱାସ୍ଥ୍ୟ ଓ ମାନସିକ ଶାନ୍ତି ପାଇଁ ବଦଳୁଛି ଜୀବନଶୈଳୀ
ଗର୍ଭାବସ୍ଥାର ତୃତୀୟ ତ୍ରୈମାସିକରେ ନିଦ୍ରାହୀନତା ସମସ୍ୟା ଦେଖାଦେଉଛି କି? ଜାଣନ୍ତୁ ବିଶେଷଜ୍ଞ ଡାକ୍ତର ସୁଶ୍ରୁତା ମୋକଦମ୍‌ଙ୍କ ପରାମର୍ଶ

ଢେଙ୍କାନାଳ

ଢେଙ୍କାନାଳରେ ମାଈ ହାତୀର ମୃତଦେହ ଠାବ: ବିଦ୍ୟୁତ୍ ଆଘାତରେ ମୃତ୍ୟୁ ସନ୍ଦେହ

ଢେଙ୍କାନାଳ: ମାଈ ହାତୀର ମୃତଦେହ ଠାବ । ଢେଙ୍କାନାଳ ଜିଲ୍ଲା ଷଡ଼ଙ୍ଗୀ ବନାଞ୍ଚଳ ଅନ୍ତର୍ଗତ ଶ୍ରୀମନ୍ତପୁର ଗାଁ ନିକଟରେ ସୋମବାର ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ସୌର ବାଡ଼ ବା ସୋଲାର ଫେନ୍ସିଂ ତାର ସଂସ୍ପର୍ଶରେ ଆସି ବିଦ୍ୟୁତ୍ ଆଘାତରେ ହାତୀଟିର ମୃତ୍ୟୁ ହୋଇଥିବା ବନ ବିଭାଗ ଅଧିକାରୀମାନେ ସନ୍ଦେହ କରୁଛନ୍ତି। ରିପୋର୍ଟ...
ଓଡ଼ିଶା  ଢେଙ୍କାନାଳ 

ଜନ୍ତୁ ଶିକାର ପାଇଁ ବୋମା ପ୍ରସ୍ତୁତ ବେଳେ ବିସ୍ଫୋରଣ, ୩ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଗଣ୍ଡତୈଳା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଙ୍ଗଲୀ ଜନ୍ତୁ ଶିକାର ଉଦ୍ଦେଶ୍ୟରେ ବୋମା ପ୍ରସ୍ତୁତ କରୁଥିବା ବେଳେ ହଠାତ୍ ବିସ୍ଫୋରଣ ଘଟି ୩ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ସ୍ଥାନୀୟ କିଛି ଲୋକ ଜଙ୍ଗଲୀ ଜନ୍ତୁ...
ଓଡ଼ିଶା  ଢେଙ୍କାନାଳ 

ଢେଙ୍କାନାଳରେ ଅଭାବନୀୟ ଘଟଣା: ପରସ୍ପରକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ଦୁଇ ଯାଆଙ୍କ ମୃତ୍ୟୁ

ଢେଙ୍କାନାଳ: ବିଦ୍ୟୁତ୍‌ ଆଘାତରେ ୨ ଯାଆ ମୃତ । ବର୍ଷା ପବନରେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍‌ ତାରରେ ଲାଗି ମୃତ । ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ଅନ୍ତର୍ଗତ ରଞ୍ଜାଗୋଳ ଗାଁର ଟାଣଳା ସାହିରେ ଘଟିଛି ଏପରି  ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ସମୟରେ ବିଦ୍ୟୁତ୍ ଆଘାତରେ ଗୋଟିଏ ପରିବାରର ଦୁଇ ଯାଆଙ୍କର ମୃତ୍ୟୁ...
ଓଡ଼ିଶା  ବଡ ଖବର  ଢେଙ୍କାନାଳ 

ହଜିଗଲା ମାନବିକତା: ଖାଇବାକୁ ମାଗିବାରୁ ନାବାଳିକା ଉପରେ ଗରମ ଚାହା ଢାଳିଦେଲା ପଡ଼ୋଶୀ

ଢେଙ୍କାନାଳ: ମଣିଷର ହଜିଗଲା ମାନବିକତା । ଖାଇବାକୁ ମାଗିବାରୁ ନାବାଳିକା ଉପରେ ଗରମ ଚାହା ଢାଳିଦେଲା ପଡ଼ୋଶୀ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଭୁବନ ବିଜ୍ଞାପିତ ଅଞ୍ଚଳ ନୋହୋରା ସାହିରେ । ନାବାଳିକା ଜଣଙ୍କ ରାସ୍ତାରେ ପଡ଼ି ଛଟପଟ ହେଉଥିବାର ଦୃଶ୍ୟ ଏବେ ସୋସିଆଲ...
ଓଡ଼ିଶା  ଢେଙ୍କାନାଳ 

ଢ଼େଙ୍କାନାଳରେ ପୁଣି ଲଜ୍ୟା: ଯୁବତୀଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ଉଦ୍ୟମ

ଢ଼େଙ୍କାନାଳ: ଢ଼େଙ୍କାନାଳରେ ପୁଣି ଲଜ୍ୟା । ଯୁବତୀଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ମାରିଦେବାକୁ ଉଦ୍ୟମ । ଢେଙ୍କାନାଳ ଜିଲ୍ଲା ଭାପୁର ଥାନା ଅଞ୍ଚଳରେ ଘଟିଛି ଏପରି ଅଭାବନୀୟ ଘଟଣା। ଘଟଣା ପରେ ପୀଡ଼ିତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକମାନେ ଏକ ଟ୍ରଲି ଯୋଗେ ଟାଣିଟାଣି ନେଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ଗୁରୁତର...
ଓଡ଼ିଶା  ଢେଙ୍କାନାଳ 

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ଼, ପୋଲିସର ତଦନ୍ତ ଜାରି

କାମାକ୍ଷାନଗର: ପୂର୍ବ ଶତ୍ରୁତାରୁ ଛୁରା ମାଡ଼ । ବିଳମ୍ବିତ ରାତିରେ ଉଦ୍ଧାର କରିଲେ ଗ୍ରାମବାସୀ । ଘରକୁ ରାସନ୍ ସାମଗ୍ରୀ ନେଇ ଫେରୁଥିବା ବେଳେ ଭୁବନ ଥାନା ଅନ୍ତର୍ଗତ ଏକତାଳି ପଞ୍ଚାୟତର ରୋଡଙ୍ଗ ଗ୍ରାମର ଯୁବକ ଚନ୍ଦନ ମଳିକଙ୍କୁ ସେହି ଗ୍ରାମର କିଛି ଯୁବକ ସଙ୍ଘବଦ୍ଧ ଭାବରେ ଧାରୁଆ ଛୁରୀ ଏବଂ ଠେଙ୍ଗାରେ  ଆକ୍ରମଣ କରିଥିଲେ।...
ଓଡ଼ିଶା  ଢେଙ୍କାନାଳ 

ରାତିରେ ଖାଇ ଶୋଇଥିଲେ, ସକାଳେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ...

ଅନୁଗୁଳ: ଗୋଟିଏ ପରିବାରର ତିନି ଜଣ ସଦସ୍ୟଙ୍କର ଅକାଳ ବିୟୋଗ ଘଟିଛି। ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ ଅସନବଣି ଗାଁରେ ଏହି ଅଘଟଣ ଘଟିଥିବା ବେଳେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ମା’ ଏବଂ ତାଙ୍କର ଦୁଇ ପୁଅ ରହିଛନ୍ତି। ସମସ୍ତେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ...
ଓଡ଼ିଶା  ବଡ ଖବର  ଅନୁଗୁଳ  ଢେଙ୍କାନାଳ 

ହିନ୍ଦୋଳରେ ଆଉ ଜଣଙ୍କୁ ଦଳି ମାରିଦେଲା ହାତୀ

ଢେଙ୍କାନାଳ: ଢେଙ୍କାନାଳ ହିନ୍ଦୋଳରେ ପୁଣି ଜଣେ ଚାଷୀଙ୍କୁ କଚାଡି ମାରିଲା ଦନ୍ତା। ମହାଲୁଣ୍ଡା ପଞ୍ଚାୟତ ଟାଙ୍ଗୀଶାଳ ଗାଁରେ ଜଣେ ଚାଷୀ ଧାନବିଲ ଦେଖିବାକୁ ଗତକାଲି ସନ୍ଧ୍ୟା ବେଳେ ଯାଇଥିଲେ। ସେ ଘରକୁ ନଫେରିବାରୁ ଆଜି ସକାଳୁ ଘର ଲୋକେ ଖୋଜା ଖୋଜି କରିବା ପରେ ଗାଁ ପୋଖରୀ ନିକଟରେ ତାଙ୍କ ମୃତଦେହ ଠାବ କରିଥିଲେ। ହାତୀଟି ତାଙ୍କୁ ଆକ୍ରମଣ କରିବା ଯୋଗୁ ତାଙ୍କ ମୁଣ୍ଡଗଣ୍ଡି ଅଲଗା ହୋଇଯାଇଥିବା ଦେଖିବାକୁ ମିଳିଥିଲା। ଆଉ ଏକ ମଇଁଷିକୁ ମଧ୍ୟ ମାରିଦେଇଛି […]
ଓଡ଼ିଶା  ବଡ ଖବର  ଢେଙ୍କାନାଳ 

ବଜ୍ରପାତରେ ଭାଙ୍ଗିଲା ଯୋରନ୍ଦା ମହିମାଗାଦିର ଦଧିନଉତି…

ଢେଙ୍କାନାଳ: ବଜ୍ରପାତରେ ଯୋରନ୍ଦା ମହିମାଗାଦିର ଦଧିନଉତି ଭାଙ୍ଗିଯାଇଛି । ଢେଙ୍କାନାଳ ଜିଲ୍ଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ବଜ୍ରପାତ ପଡି ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି । ଘଟଣା ସମ୍ପର୍କରେ ଜାଣିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଚନା ଜୋର ଧରିଛିକି କିଛି ଭୟଙ୍କର ବିପଦ ମାଡି ଆସିବ କି? ଦଧିନଉତି ଭାଙ୍ଗିବା ଅଶୁଭ ବୋଲି ସାଧାରଣରେ ଚର୍ଚ୍ଚା କରାଯାଉଛି।
ଓଡ଼ିଶା  ବଡ ଖବର  ଢେଙ୍କାନାଳ 

ଭୂତାଣୁ ପରେ ବୀଜାଣୁ ଭୟ, ଡେଉଁଛି ଡାଇରିଆ

ଭୁବନେଶ୍ବର/ କଟକ/ ଯାଜପୁର/ ଭୁବନ: ୫ ଦିନ ତଳେ ଯାଜପୁରରେ ପାଦ ଥାପିଥିବା ଝାଡ଼ାବାନ୍ତି (ଡାଇରିଆ) ଏବେ ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଦ୍ରୁତ ଗତିରେ ମାଡ଼ି ଚାଲିଛି। ଯାଜପୁରରେ ସ୍ଥିତି ପୂରା ବେକାବୁ ହୋଇପଡ଼ିଥିବା ବେଳେ ପାର୍ଶ୍ବବର୍ତ୍ତୀ ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ ଓ କଟକ ଜିଲ୍ଲାରେ ଶହଶହ ଆକ୍ରାନ୍ତ ହୋଇଛନ୍ତି। କିନ୍ତୁ ସ୍ବାସ୍ଥ୍ୟ ବିଭାଗ ଏହାର କାରଣ କିମ୍ବା ଉତ୍ପତ୍ତିର ବିନ୍ଦୁବିସର୍ଗ ଏ ପର୍ଯ୍ୟନ୍ତ ପାଇପାରୁନାହିଁ। ଫଳରେ ଲୋକଙ୍କ ମଧ୍ୟରେ ଭୟ ବଢ଼ିବା‌‌‌‌ରେ ଲାଗିଛି। ଡାଇରିଆର […]
ଓଡ଼ିଶା  ବଡ ଖବର  ଖୋର୍ଦ୍ଧା  ଢେଙ୍କାନାଳ  କଟକ  ଯାଜପୁର 

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ

ଢେଙ୍କାନାଳ: ହିନ୍ଦୋଳ ତହସିଲ ଅନ୍ତର୍ଗତ ଗଣ୍ଡାନାଳୀ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଏବଂ ଜଣେ ବ୍ୟକ୍ତିଗତ ବ୍ୟକ୍ତିଙ୍କୁ ଆଜି ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି ।  ଏକ ମ୍ୟୁଟେସନ୍ ମାମଲାରେ ରିପୋର୍ଟ କରିବା ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେମାନଙ୍କୁ ଗିରଫ କରାଯାଇଛି । ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା । ଖବର ପାଇଁ ଭିଜିଲାନ୍ସ ଟିମ୍‍ […]
ଓଡ଼ିଶା  ଢେଙ୍କାନାଳ 

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ, ୪ ଅଭିଯୁକ୍ତ ଗିରଫ

ହିନ୍ଦୋଳ : ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ । ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ମୃତ ଫରେଷ୍ଟ ଗାର୍ଡଙ୍କ ସହ ମୋଟ ୧୩ଜଣ ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳି ପ୍ରହ୍ଲାଦଙ୍କ ପେଟରେ ବାଜିଥିଲା । ଫଳରେ ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ […]
ଓଡ଼ିଶା  ଢେଙ୍କାନାଳ