ଭିଜିଲାନ୍ସ ଜାଲରେ ଭୁବନ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ସହକାରୀ କିରାଣୀ

The Sakala Picture
Published On

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କାର୍ଯ୍ୟରତ ବରିଷ୍ଠ ସହକାରୀ କିରାଣୀ ବିଧୁପ୍ରସାଦ ବେହେରା । ମେଡ଼ିକାଲ ବିଲ କରେଇ ଦେବା ପାଇଁ ଜଣେ ଶିକ୍ଷୟିତ୍ରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ସୂଚନା ଅନୁଯାୟୀ ,ଭୁବନ ଭିତରଦିଗପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିତ୍ରା ହୋତାଙ୍କର ୨୭ ହଜାର ଟଙ୍କାର ଏକ ମେଡ଼ିକାଲ ବିଲ କରେଇ ଦେବା ପାଇଁ କିରାଣୀ ବିଧୁପ୍ରସାଦ […]

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କାର୍ଯ୍ୟରତ ବରିଷ୍ଠ ସହକାରୀ କିରାଣୀ ବିଧୁପ୍ରସାଦ ବେହେରା । ମେଡ଼ିକାଲ ବିଲ କରେଇ ଦେବା ପାଇଁ ଜଣେ ଶିକ୍ଷୟିତ୍ରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।

ଆହୁରି ପଢ଼ନ୍ତୁ: ଆଜିଠୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି, ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ SOP ଅନୁଯାୟୀ ଗଣତି

ସୂଚନା ଅନୁଯାୟୀ ,ଭୁବନ ଭିତରଦିଗପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିତ୍ରା ହୋତାଙ୍କର ୨୭ ହଜାର ଟଙ୍କାର ଏକ ମେଡ଼ିକାଲ ବିଲ କରେଇ ଦେବା ପାଇଁ କିରାଣୀ ବିଧୁପ୍ରସାଦ ବେହେରା ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ତେବେ ଢେଙ୍କାନାଳ ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ ଅଭିଯୁକ୍ତ ଶିକ୍ଷା ବିଭାଗର ବରିଷ୍ଠ ସହକାରୀ କିରାଣୀକୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଲୋକଭବନକୁ 'ପ୍ଲାଟିନମ୍ ଗ୍ରୀନ୍‌ ବିଲ୍ଡିଂ' ମାନ୍ୟତା, ଦେଶର ପ୍ରଥମ ଲୋକଭବନ ଭାବେ ମିଳିଲା ଏହି ସମ୍ମାନଜନକ ପ୍ରମାଣପତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର