ଭୁଶୁଡିଲା ନିର୍ମାଣାଧିନ କୋଠା: ୧ ମୃତ , ୨ ଗୁରୁତର

The Sakala Picture
Published On

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସହରର ମହିଷାପାଟରେ ୫୫ ନମ୍ବର ଜାତୀୟ ରାଜପଥ କଡ଼ରେ ଘଟିଛି ବଡ଼ ଧରଣର ଅଘଟଣ। ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କ ମଧ୍ୟରୁ ଜଣଙ୍କର ଦୁଇଟି ଯାକ ହାତ କଟି ଯାଇଛି। ଡାହାଣ ହାତଟି କହୁଣୀ ପାଖରୁ କଟି ଯାଇଥିବା ବେଳେ ବାମ ହାତଟି ପାପୁଲି ପାଖରୁ କଟି ଯାଇଛି। ଉଭୟଙ୍କୁ […]

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସହରର ମହିଷାପାଟରେ ୫୫ ନମ୍ବର ଜାତୀୟ ରାଜପଥ କଡ଼ରେ ଘଟିଛି ବଡ଼ ଧରଣର ଅଘଟଣ। ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ବୁର୍ଲା ଭିସୁଟ୍‌ରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ: ନିମ୍ନମାନର ହଷ୍ଟେଲ ଖାଦ୍ୟ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଧାରଣା

ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କ ମଧ୍ୟରୁ ଜଣଙ୍କର ଦୁଇଟି ଯାକ ହାତ କଟି ଯାଇଛି। ଡାହାଣ ହାତଟି କହୁଣୀ ପାଖରୁ କଟି ଯାଇଥିବା ବେଳେ ବାମ ହାତଟି ପାପୁଲି ପାଖରୁ କଟି ଯାଇଛି। ଉଭୟଙ୍କୁ ପ୍ରଥମେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

09 Oct 2024 By The Sakala

ଭୁଶୁଡିଲା ନିର୍ମାଣାଧିନ କୋଠା: ୧ ମୃତ , ୨ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସହରର ମହିଷାପାଟରେ ୫୫ ନମ୍ବର ଜାତୀୟ ରାଜପଥ କଡ଼ରେ ଘଟିଛି ବଡ଼ ଧରଣର ଅଘଟଣ। ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କ ମଧ୍ୟରୁ ଜଣଙ୍କର ଦୁଇଟି ଯାକ ହାତ କଟି ଯାଇଛି। ଡାହାଣ ହାତଟି କହୁଣୀ ପାଖରୁ କଟି ଯାଇଥିବା ବେଳେ ବାମ ହାତଟି ପାପୁଲି ପାଖରୁ କଟି ଯାଇଛି। ଉଭୟଙ୍କୁ ପ୍ରଥମେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର