ଭିଜିଲାନ୍ସ ଜାଲରେ ଶିକ୍ଷାଧିକାରୀ, ଦରମା ବୃଦ୍ଧି ପାଇଁ ନେଉଥିଲେ ଲାଞ୍ଚ

The Sakala Picture
Published On

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ମଲ୍ଲିକ । ହିନ୍ଦୋଳ ବ୍ଲକ ବ୍ରହ୍ମପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଦ୍ୱୈତ ସାମଲଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଏହାପରେ ଏକକାଳୀନ ୩ଟି ଜାଗାରେ ଚଢ଼ାଉ କରିଛି ଭିଜିଲାନ୍ସ। ଭଦ୍ରକ ସ୍ଥିତି ଘର ,ହି ନ୍ଦୋଳ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟ ଓ ଖଜୁରିଆକଟା ଭଡା ଘରେ ରେଡ କରିଛି ଭିଜିଲାନ୍ସ । ମହଙ୍ଗା ଭତ୍ତା ଓ […]

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ମଲ୍ଲିକ । ହିନ୍ଦୋଳ ବ୍ଲକ ବ୍ରହ୍ମପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଦ୍ୱୈତ ସାମଲଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଏହାପରେ ଏକକାଳୀନ ୩ଟି ଜାଗାରେ ଚଢ଼ାଉ କରିଛି ଭିଜିଲାନ୍ସ। ଭଦ୍ରକ ସ୍ଥିତି ଘର ,ହି ନ୍ଦୋଳ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟ ଓ ଖଜୁରିଆକଟା ଭଡା ଘରେ ରେଡ କରିଛି ଭିଜିଲାନ୍ସ । ମହଙ୍ଗା ଭତ୍ତା ଓ ମାସିକ ଦରମା ବୃଦ୍ଧି ପାଇଁ ଲାଞ୍ଚ ନେଉଥିଲେ ବିଇଓ । ବିଇଓଙ୍କ ପାଖରୁ ନଗଦ ୯୧ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର