ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ

ଢେଙ୍କାନାଳ: ରାଜ୍ଯରେ ପୁଣି ଏକ ହାତୀ ମୃତ। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିିଳିଛି ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ଅସରଡା ଗ୍ରାମ ନିକଟରେ। ସୂଚନା ଅନୁଯାୟୀ, ଅସରଡା ଗ୍ରାମ ନିକଟରେ ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ଓ ବନ ବିଭାଗ କର୍ମଚାରୀ ମାନେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

ଢେଙ୍କାନାଳ: ରାଜ୍ଯରେ ପୁଣି ଏକ ହାତୀ ମୃତ। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିିଳିଛି ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ଅସରଡା ଗ୍ରାମ ନିକଟରେ।

ସୂଚନା ଅନୁଯାୟୀ, ଅସରଡା ଗ୍ରାମ ନିକଟରେ ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀର ମୃତ୍ୟୁ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ଓ ବନ ବିଭାଗ କର୍ମଚାରୀ ମାନେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

About The Author: The Sakala