ଢେଙ୍କାନାଳରେ ଲଜ୍ଜା : ୨୨ ବର୍ଷିୟା ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

The Sakala Picture
Published On

ଢେଙ୍କାନାଳ: ଢେଙ୍କାନାଳରେ ଲଜ୍ଜା । ୨୨ ବର୍ଷିୟା ଯୁବତୀଙ୍କୁ ଅଙ୍ଗନବାଡ଼ି ଛାତ ଉପରକୁ ଟେକି ନେଇ ବାରମ୍ବାର ଗଣଦୁଷ୍କର୍ମ ଅଭିଯୋଗ। ୭ ଜଣ ଯୁବକ ଦୁଷ୍କର୍ମ କରିଥିବା ନେଇ ହୋଇଛି ଅଭିଯୋଗ। ବାପା ଆଗରେ ଝିଅକୁ ଟେକି ନେଇ ବାରମ୍ବାର କରୁଥିଲେ ଦୁଷ୍କର୍ମ। ବାପା ମାନସିକ ରୋଗୀ ହୋଇଥିବା ସୂଚନା ମିଳିଛି। ଯେଉଁ କାରଣ ପାଇଁ ସେ ଅସହାୟ ଥିଲେ। ତେବେ ଯୁବତୀଜଣକ ୭ ମାସର ଗର୍ଭବତୀ ଥିବା ଜଣାପଡ଼ିଛି। କିଛିଦିନ ହେବ ପ୍ରତ୍ୟେକ ଦିନ ଯୁବତୀଙ୍କୁ […]

ଢେଙ୍କାନାଳ: ଢେଙ୍କାନାଳରେ ଲଜ୍ଜା । ୨୨ ବର୍ଷିୟା ଯୁବତୀଙ୍କୁ ଅଙ୍ଗନବାଡ଼ି ଛାତ ଉପରକୁ ଟେକି ନେଇ ବାରମ୍ବାର ଗଣଦୁଷ୍କର୍ମ ଅଭିଯୋଗ। ୭ ଜଣ ଯୁବକ ଦୁଷ୍କର୍ମ କରିଥିବା ନେଇ ହୋଇଛି ଅଭିଯୋଗ। ବାପା ଆଗରେ ଝିଅକୁ ଟେକି ନେଇ ବାରମ୍ବାର କରୁଥିଲେ ଦୁଷ୍କର୍ମ। ବାପା ମାନସିକ ରୋଗୀ ହୋଇଥିବା ସୂଚନା ମିଳିଛି। ଯେଉଁ କାରଣ ପାଇଁ ସେ ଅସହାୟ ଥିଲେ।

ତେବେ ଯୁବତୀଜଣକ ୭ ମାସର ଗର୍ଭବତୀ ଥିବା ଜଣାପଡ଼ିଛି। କିଛିଦିନ ହେବ ପ୍ରତ୍ୟେକ ଦିନ ଯୁବତୀଙ୍କୁ ରାତିରେ ଗଣଦୁଷ୍କର୍ମ କରାଯାଉଥିବା ବୋଲି ଅଭିଯୋଗ ହୋଇଛି। ଯୁବତୀଙ୍କୁ ପୁଲିସ ଉଦ୍ଧାର କରି ସଖୀ କେନ୍ଦ୍ରରେ ରଖିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଭାପୁର ଫାଣ୍ଡି ଅଞ୍ଚଳରେ ଏହି ଘଟଣା ଘଟିଛି।

08 Sep 2024 By The Sakala

ଢେଙ୍କାନାଳରେ ଲଜ୍ଜା : ୨୨ ବର୍ଷିୟା ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଢେଙ୍କାନାଳ: ଢେଙ୍କାନାଳରେ ଲଜ୍ଜା । ୨୨ ବର୍ଷିୟା ଯୁବତୀଙ୍କୁ ଅଙ୍ଗନବାଡ଼ି ଛାତ ଉପରକୁ ଟେକି ନେଇ ବାରମ୍ବାର ଗଣଦୁଷ୍କର୍ମ ଅଭିଯୋଗ। ୭ ଜଣ ଯୁବକ ଦୁଷ୍କର୍ମ କରିଥିବା ନେଇ ହୋଇଛି ଅଭିଯୋଗ। ବାପା ଆଗରେ ଝିଅକୁ ଟେକି ନେଇ ବାରମ୍ବାର କରୁଥିଲେ ଦୁଷ୍କର୍ମ। ବାପା ମାନସିକ ରୋଗୀ ହୋଇଥିବା ସୂଚନା ମିଳିଛି। ଯେଉଁ କାରଣ ପାଇଁ ସେ ଅସହାୟ ଥିଲେ।

ତେବେ ଯୁବତୀଜଣକ ୭ ମାସର ଗର୍ଭବତୀ ଥିବା ଜଣାପଡ଼ିଛି। କିଛିଦିନ ହେବ ପ୍ରତ୍ୟେକ ଦିନ ଯୁବତୀଙ୍କୁ ରାତିରେ ଗଣଦୁଷ୍କର୍ମ କରାଯାଉଥିବା ବୋଲି ଅଭିଯୋଗ ହୋଇଛି। ଯୁବତୀଙ୍କୁ ପୁଲିସ ଉଦ୍ଧାର କରି ସଖୀ କେନ୍ଦ୍ରରେ ରଖିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଭାପୁର ଫାଣ୍ଡି ଅଞ୍ଚଳରେ ଏହି ଘଟଣା ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର