ଭିଜିଲାନ୍ସ ଜାଲରେ ମହାବିରୋଡ଼ ଫାଣ୍ଡି ଅଧିକାରୀ

The Sakala Picture
Published On

କାମାକ୍ଷାନଗର/ଢେଙ୍କାନାଳ: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମହାବିରୋଡ଼ ଫାଣ୍ଡି ପୋଲିସ ଏସଆଇ ସମରେନ୍ଦ୍ର ସାମଲଙ୍କ ଘରେ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି । ଢେ଼ଙ୍କାନାଳ ଓ କଟକ ଭିଜିଲାନ୍ସ ବିଭାଗ ତରଫରୁ ଚଢ଼ାଉ ଜାରି ରହିଛି । ମହାବୀରରୋଡ଼ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଘରେ ଏହି ଚଢଉ ହୋଇଛି । ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇ ଆସୁଥିଲା । ତାଙ୍କ ବାସଭବନ ସମେତ ୫ଟି ସ୍ଥାନରେ […]

କାମାକ୍ଷାନଗର/ଢେଙ୍କାନାଳ: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମହାବିରୋଡ଼ ଫାଣ୍ଡି ପୋଲିସ ଏସଆଇ ସମରେନ୍ଦ୍ର ସାମଲଙ୍କ ଘରେ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି । ଢେ଼ଙ୍କାନାଳ ଓ କଟକ ଭିଜିଲାନ୍ସ ବିଭାଗ ତରଫରୁ ଚଢ଼ାଉ ଜାରି ରହିଛି । ମହାବୀରରୋଡ଼ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଘରେ ଏହି ଚଢଉ ହୋଇଛି । ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇ ଆସୁଥିଲା । ତାଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଟିମ୍ ତଲାସୀ କରୁଛି । ତେବେ ଚଢଉ ବେଳେ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

02 Nov 2021 By The Sakala

ଭିଜିଲାନ୍ସ ଜାଲରେ ମହାବିରୋଡ଼ ଫାଣ୍ଡି ଅଧିକାରୀ

କାମାକ୍ଷାନଗର/ଢେଙ୍କାନାଳ: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମହାବିରୋଡ଼ ଫାଣ୍ଡି ପୋଲିସ ଏସଆଇ ସମରେନ୍ଦ୍ର ସାମଲଙ୍କ ଘରେ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି । ଢେ଼ଙ୍କାନାଳ ଓ କଟକ ଭିଜିଲାନ୍ସ ବିଭାଗ ତରଫରୁ ଚଢ଼ାଉ ଜାରି ରହିଛି । ମହାବୀରରୋଡ଼ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଘରେ ଏହି ଚଢଉ ହୋଇଛି । ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇ ଆସୁଥିଲା । ତାଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଟିମ୍ ତଲାସୀ କରୁଛି । ତେବେ ଚଢଉ ବେଳେ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର