ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଡ଼ିକି ଭାଙ୍ଗି ଲକ୍ଷେଟଙ୍କା ଲୁଟିନେଲେ ଦୁର୍ବୁତ୍ତ

The Sakala Picture
Published On

ଢେଙ୍କାନାଳ : କାମାକ୍ଷାନଗର ଥାନା ମେଡିକାଲ ସାମ୍ନା ରୁ ବାଇକ ଡ଼ିକି ଭାଙ୍ଗି ଲକ୍ଷେ ଦଶ ହଜାର ସାତଶହ ଟଙ୍କା ଲୁଟିଲେ ଦୁର୍ବୁତ୍ତ । ସୂଚନା ଅନୁସାରେ ପରଜଙ୍ଗ ଥାନା ଗୁରୁଜାଙ୍ଗୁଲି ଉପ୍ରା ବିଦ୍ୟାଳୟ ର ଶିକ୍ଷକ ବିଜୟ କୁମାର ସାହୁ ବିଦ୍ୟାଳୟ ର ଏମଡ଼ିଏମ ଟଙ୍କା ଉଠାଇବାପାଇଁ କାମାକ୍ଷାନଗର ସ୍ଥିତ ପଞ୍ଜାବ ନେସନାଲ ବ୍ୟାଙ୍କ କୁ ଆସିଥିଲେ । ବ୍ୟାଙ୍କ ରୁ ଟଙ୍କା ଉଠାଇବା ପରେ ବିଜୟ ଓ ବିଦ୍ୟାଳୟ ଶିକ୍ଷା କମିଟି ର ସଭାପତି […]

ଢେଙ୍କାନାଳ : କାମାକ୍ଷାନଗର ଥାନା ମେଡିକାଲ ସାମ୍ନା ରୁ ବାଇକ ଡ଼ିକି ଭାଙ୍ଗି ଲକ୍ଷେ ଦଶ ହଜାର ସାତଶହ ଟଙ୍କା ଲୁଟିଲେ ଦୁର୍ବୁତ୍ତ । ସୂଚନା ଅନୁସାରେ ପରଜଙ୍ଗ ଥାନା ଗୁରୁଜାଙ୍ଗୁଲି ଉପ୍ରା ବିଦ୍ୟାଳୟ ର ଶିକ୍ଷକ ବିଜୟ କୁମାର ସାହୁ ବିଦ୍ୟାଳୟ ର ଏମଡ଼ିଏମ ଟଙ୍କା ଉଠାଇବାପାଇଁ କାମାକ୍ଷାନଗର ସ୍ଥିତ ପଞ୍ଜାବ ନେସନାଲ ବ୍ୟାଙ୍କ କୁ ଆସିଥିଲେ । ବ୍ୟାଙ୍କ ରୁ ଟଙ୍କା ଉଠାଇବା ପରେ ବିଜୟ ଓ ବିଦ୍ୟାଳୟ ଶିକ୍ଷା କମିଟି ର ସଭାପତି କାମାକ୍ଷାନଗର ମେଡିକାଲ ସାମ୍ନାରେ ଥିବା ଏକ ମେଡ଼ିସିନ ଦୋକାନ ରୁ ମେଡ଼ିସିନ କିଣୁଥିଲେ ।

ଆହୁରି ପଢ଼ନ୍ତୁ: ହଜିଗଲା ମାନବିକତା: ଖାଇବାକୁ ମାଗିବାରୁ ନାବାଳିକା ଉପରେ ଗରମ ଚାହା ଢାଳିଦେଲା ପଡ଼ୋଶୀ

ମେଡ଼ିସିନ କିଣିବା ସମୟରେ ଅନ୍ୟମନସ୍କ ରହିଥିବା ଯୋଗୁ ଦୁଇ ଜଣ ଦୁର୍ବୁତ୍ତ ବିଜୟ ଙ୍କ ବାଇକ ଡ଼ିକି ଭାଙ୍ଗି ସେଥିରେ ଥିବା ଲକ୍ଷେ ଦଶ ହଜାର ସାତଶହ ଟଙ୍କା ଲୁଟି ନେଇ ଘଟଣା ସ୍ଥଳ ରୁ ଫେରାର ହୋଇ ଯାଇଥିଲେ । ଏ ସମ୍ପର୍କ ରେ ବିଜୟ ପୋଲିସ କୁ ଖବର ଦେବାପରେ ପୋଲିସ ଘଟଣା ସ୍ଥଳ ରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି । ସ୍ପଷ୍ଟ ଦିବାଲୋକ ରେ ମେଡିକାଲ ଭଳି ଏକ ଜନଗହଳି ପୂର୍ଣ୍ଣ ସ୍ଥାନ ରୁ ଲୁଟ କୁ ନେଇ ପୋଲିସ ର କାର୍ଯ୍ୟ ଦକ୍ଷତା ଉପରେ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି ।

30 Jun 2022 By The Sakala

ଡ଼ିକି ଭାଙ୍ଗି ଲକ୍ଷେଟଙ୍କା ଲୁଟିନେଲେ ଦୁର୍ବୁତ୍ତ

ଢେଙ୍କାନାଳ : କାମାକ୍ଷାନଗର ଥାନା ମେଡିକାଲ ସାମ୍ନା ରୁ ବାଇକ ଡ଼ିକି ଭାଙ୍ଗି ଲକ୍ଷେ ଦଶ ହଜାର ସାତଶହ ଟଙ୍କା ଲୁଟିଲେ ଦୁର୍ବୁତ୍ତ । ସୂଚନା ଅନୁସାରେ ପରଜଙ୍ଗ ଥାନା ଗୁରୁଜାଙ୍ଗୁଲି ଉପ୍ରା ବିଦ୍ୟାଳୟ ର ଶିକ୍ଷକ ବିଜୟ କୁମାର ସାହୁ ବିଦ୍ୟାଳୟ ର ଏମଡ଼ିଏମ ଟଙ୍କା ଉଠାଇବାପାଇଁ କାମାକ୍ଷାନଗର ସ୍ଥିତ ପଞ୍ଜାବ ନେସନାଲ ବ୍ୟାଙ୍କ କୁ ଆସିଥିଲେ । ବ୍ୟାଙ୍କ ରୁ ଟଙ୍କା ଉଠାଇବା ପରେ ବିଜୟ ଓ ବିଦ୍ୟାଳୟ ଶିକ୍ଷା କମିଟି ର ସଭାପତି କାମାକ୍ଷାନଗର ମେଡିକାଲ ସାମ୍ନାରେ ଥିବା ଏକ ମେଡ଼ିସିନ ଦୋକାନ ରୁ ମେଡ଼ିସିନ କିଣୁଥିଲେ ।

ମେଡ଼ିସିନ କିଣିବା ସମୟରେ ଅନ୍ୟମନସ୍କ ରହିଥିବା ଯୋଗୁ ଦୁଇ ଜଣ ଦୁର୍ବୁତ୍ତ ବିଜୟ ଙ୍କ ବାଇକ ଡ଼ିକି ଭାଙ୍ଗି ସେଥିରେ ଥିବା ଲକ୍ଷେ ଦଶ ହଜାର ସାତଶହ ଟଙ୍କା ଲୁଟି ନେଇ ଘଟଣା ସ୍ଥଳ ରୁ ଫେରାର ହୋଇ ଯାଇଥିଲେ । ଏ ସମ୍ପର୍କ ରେ ବିଜୟ ପୋଲିସ କୁ ଖବର ଦେବାପରେ ପୋଲିସ ଘଟଣା ସ୍ଥଳ ରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି । ସ୍ପଷ୍ଟ ଦିବାଲୋକ ରେ ମେଡିକାଲ ଭଳି ଏକ ଜନଗହଳି ପୂର୍ଣ୍ଣ ସ୍ଥାନ ରୁ ଲୁଟ କୁ ନେଇ ପୋଲିସ ର କାର୍ଯ୍ୟ ଦକ୍ଷତା ଉପରେ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର