ଓଲଟିଲା ଯାତ୍ରୀବାହୀ ବସ: ୩୦ରୁ ଅଧିକ ଆହତ, ୨ ଗୁରୁତର

The Sakala Picture
Published On

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବଣସିଂହ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କ ମଧ୍ୟରେ ଜଣେ ୭ବର୍ଷର ଶିଶୁ ଥିବା ସୂଚନା। ସମସ୍ତ ଗୁରୁତର ଢେଙ୍କାନାଳ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଢେଙ୍କାନାଳରୁ ବଣସିଂହ ଅଭିମୁଖେ ଯାଉଥିଲା ବସ୍‌ । ବସରେ ୪୫ରୁ ଅଧିକ ଯାତ୍ରୀ ଥିଲେ ।  

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବଣସିଂହ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କ ମଧ୍ୟରେ ଜଣେ ୭ବର୍ଷର ଶିଶୁ ଥିବା ସୂଚନା। ସମସ୍ତ ଗୁରୁତର ଢେଙ୍କାନାଳ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ଜନଗଣନା କରିବା ବାହାନାରେ ଆସିଲା, ବେକରେ ଛୁରୀ ଲଗାଇ ଫୋନ ଓ ମଙ୍ଗଳସୂତ୍ର ନେଇଗଲା ଲୁଟେରା

ସୂଚନା ଅନୁଯାୟୀ, ଢେଙ୍କାନାଳରୁ ବଣସିଂହ ଅଭିମୁଖେ ଯାଉଥିଲା ବସ୍‌ । ବସରେ ୪୫ରୁ ଅଧିକ ଯାତ୍ରୀ ଥିଲେ ।

ଆହୁରି ପଢ଼ନ୍ତୁ: ନାବାଳିକାକୁ ପ୍ରେମ ବିବାହ କରିଥିଲେ, ପୋଲିସ ଗିରଫ ଭୟରେ ରଶିରେ ଝୁଲିପଡିଲେ ଯୁବକ !

22 Mar 2022 By The Sakala

ଓଲଟିଲା ଯାତ୍ରୀବାହୀ ବସ: ୩୦ରୁ ଅଧିକ ଆହତ, ୨ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବଣସିଂହ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କ ମଧ୍ୟରେ ଜଣେ ୭ବର୍ଷର ଶିଶୁ ଥିବା ସୂଚନା। ସମସ୍ତ ଗୁରୁତର ଢେଙ୍କାନାଳ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ଢେଙ୍କାନାଳରୁ ବଣସିଂହ ଅଭିମୁଖେ ଯାଉଥିଲା ବସ୍‌ । ବସରେ ୪୫ରୁ ଅଧିକ ଯାତ୍ରୀ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର