By
The Sakala
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବଣସିଂହ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କ ମଧ୍ୟରେ ଜଣେ ୭ବର୍ଷର ଶିଶୁ ଥିବା ସୂଚନା। ସମସ୍ତ ଗୁରୁତର ଢେଙ୍କାନାଳ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଢେଙ୍କାନାଳରୁ ବଣସିଂହ ଅଭିମୁଖେ ଯାଉଥିଲା ବସ୍ । ବସରେ ୪୫ରୁ ଅଧିକ ଯାତ୍ରୀ ଥିଲେ ।
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବଣସିଂହ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କ ମଧ୍ୟରେ ଜଣେ ୭ବର୍ଷର ଶିଶୁ ଥିବା ସୂଚନା। ସମସ୍ତ ଗୁରୁତର ଢେଙ୍କାନାଳ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ଢେଙ୍କାନାଳରୁ ବଣସିଂହ ଅଭିମୁଖେ ଯାଉଥିଲା ବସ୍ । ବସରେ ୪୫ରୁ ଅଧିକ ଯାତ୍ରୀ ଥିଲେ ।
About The Author: The Sakala