ବିଦ୍ୟୁତ ଆଘାତରେ ଦନ୍ତା ହାତୀର ମୃତ୍ୟୁ ସନ୍ଦେହ, ବନ ବିଭାଗର କାର୍ଯ୍ୟକୁ ନେଇ ଉଠିଲା ପ୍ରଶ୍ନ

The Sakala Picture
Published On

କାମାକ୍ଷାନଗର: ଢେଙ୍କାନାଳ ବନଖଣ୍ଡ ଭୁବନ ରେଞ୍ଜ ଜିରାଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ରାଙ୍କିଆ ଗାଁ କଇଁଥଗୋଡା ନିକଟରେ ଥିବା ଚାଷ ଜମିରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବିଦ୍ୟୁତ ଜନିତ ଆଘାତ କାରଣରୁ ଦନ୍ତା ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ହାତୀଟିର ଅନୁମାନିକ ବୟସ ପ୍ରାୟ  ୩୦ ବର୍ଷରୁ ଉର୍ଦ୍ଧ୍ବ  ହୋଇଥିବା ସୂଚନା । ହାତୀଟିର ଶୁଣ୍ଢଟି ବିଦ୍ୟୁତ ତାର ସହିତ ଗଭୀର ଆଘାତ ଏବଂ ରକ୍ତାକ୍ତ ହୋଇଥିବା ଦେଖିବାକୁ ମିଳିଛି। ଚାଷ ଜମିରେ […]

କାମାକ୍ଷାନଗର: ଢେଙ୍କାନାଳ ବନଖଣ୍ଡ ଭୁବନ ରେଞ୍ଜ ଜିରାଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ରାଙ୍କିଆ ଗାଁ କଇଁଥଗୋଡା ନିକଟରେ ଥିବା ଚାଷ ଜମିରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବିଦ୍ୟୁତ ଜନିତ ଆଘାତ କାରଣରୁ ଦନ୍ତା ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ହାତୀଟିର ଅନୁମାନିକ ବୟସ ପ୍ରାୟ  ୩୦ ବର୍ଷରୁ ଉର୍ଦ୍ଧ୍ବ  ହୋଇଥିବା ସୂଚନା । ହାତୀଟିର ଶୁଣ୍ଢଟି ବିଦ୍ୟୁତ ତାର ସହିତ ଗଭୀର ଆଘାତ ଏବଂ ରକ୍ତାକ୍ତ ହୋଇଥିବା ଦେଖିବାକୁ ମିଳିଛି। ଚାଷ ଜମିରେ ବିଛା ହୋଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀ ମୃତ୍ୟୁ ବରଣ କରିଥିବା ସ୍ଥାନୀୟ ଲୋକଙ୍କ ସ୍ପଷ୍ଟୋକ୍ତି। ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଚାଲିଥିବା ବେଳେ ହାତୀ ମୃତ୍ୟୁ ସମସ୍ତଙ୍କ ବ୍ୟଥିତ କରିଛି । ତେବେ ଗତ କାଲି ଅଞ୍ଚଳରେ ଦୁଇଟି ହାତୀ ବୁଲୁଥିବା ବେଳେ ଆଜି ଗୋଟିଏ ଦନ୍ତା ହାତୀର ମୃତ୍ୟୁ ହୋଇଛି ।ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି । ସେପଟେ ବିଦୁତ ତାର ଲାଗି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ, ବ୍ୟବଛେ ରିପୋର୍ଟ ଆସିବା ପରେ ମୁତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି |

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

14 Oct 2022 By The Sakala

ବିଦ୍ୟୁତ ଆଘାତରେ ଦନ୍ତା ହାତୀର ମୃତ୍ୟୁ ସନ୍ଦେହ, ବନ ବିଭାଗର କାର୍ଯ୍ୟକୁ ନେଇ ଉଠିଲା ପ୍ରଶ୍ନ

କାମାକ୍ଷାନଗର: ଢେଙ୍କାନାଳ ବନଖଣ୍ଡ ଭୁବନ ରେଞ୍ଜ ଜିରାଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ରାଙ୍କିଆ ଗାଁ କଇଁଥଗୋଡା ନିକଟରେ ଥିବା ଚାଷ ଜମିରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବିଦ୍ୟୁତ ଜନିତ ଆଘାତ କାରଣରୁ ଦନ୍ତା ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ହାତୀଟିର ଅନୁମାନିକ ବୟସ ପ୍ରାୟ  ୩୦ ବର୍ଷରୁ ଉର୍ଦ୍ଧ୍ବ  ହୋଇଥିବା ସୂଚନା । ହାତୀଟିର ଶୁଣ୍ଢଟି ବିଦ୍ୟୁତ ତାର ସହିତ ଗଭୀର ଆଘାତ ଏବଂ ରକ୍ତାକ୍ତ ହୋଇଥିବା ଦେଖିବାକୁ ମିଳିଛି। ଚାଷ ଜମିରେ ବିଛା ହୋଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀ ମୃତ୍ୟୁ ବରଣ କରିଥିବା ସ୍ଥାନୀୟ ଲୋକଙ୍କ ସ୍ପଷ୍ଟୋକ୍ତି। ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଚାଲିଥିବା ବେଳେ ହାତୀ ମୃତ୍ୟୁ ସମସ୍ତଙ୍କ ବ୍ୟଥିତ କରିଛି । ତେବେ ଗତ କାଲି ଅଞ୍ଚଳରେ ଦୁଇଟି ହାତୀ ବୁଲୁଥିବା ବେଳେ ଆଜି ଗୋଟିଏ ଦନ୍ତା ହାତୀର ମୃତ୍ୟୁ ହୋଇଛି ।ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି । ସେପଟେ ବିଦୁତ ତାର ଲାଗି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ, ବ୍ୟବଛେ ରିପୋର୍ଟ ଆସିବା ପରେ ମୁତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି |

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର