ହାଇୱା ଧକ୍କାରେ ୩ ମୃତ, ଜଣେ ଗୁରୁତର

The Sakala Picture
Published On

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିଚୁ ଗାଡ଼ିକୁ ଏହ ହାଇୱା ଧକ୍କା ଦେଇଛି। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଠିକା ସଂସ୍ଥାର ଅବହେଳାରୁ ଦୁର୍ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟଲୋକେ। ଘଟଣା ସ୍ଥଳରେ ଉତ୍ତ୍ୟକ୍ତଲୋକଙ୍କ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି। ଫଳରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

ଆହୁରି ପଢ଼ନ୍ତୁ: ଛତିଶଗଡ଼ରେ ବିମାନ ଦୁର୍ଘଟଣା: ପାହାଡ଼ ସହ ପିଟିହେଲା ଘରୋଇ ବିମାନ, ପାଇଲଟ୍ ଓ କୋ-ପାଇଲଟଙ୍କ ମୃତ୍ୟୁ ଆଶଙ୍କା

25 Mar 2025 By The Sakala

ହାଇୱା ଧକ୍କାରେ ୩ ମୃତ, ଜଣେ ଗୁରୁତର

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିଚୁ ଗାଡ଼ିକୁ ଏହ ହାଇୱା ଧକ୍କା ଦେଇଛି। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଠିକା ସଂସ୍ଥାର ଅବହେଳାରୁ ଦୁର୍ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟଲୋକେ। ଘଟଣା ସ୍ଥଳରେ ଉତ୍ତ୍ୟକ୍ତଲୋକଙ୍କ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି। ଫଳରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର