ସବସିଡି କରାଇଦେବା ପାଇଁ ନେଉଥିଲେ ଲାଞ୍ଚ: ଗିରଫ ହେଲେ DIC ଅଫିସର ସୁପର ଭାଇଜର
ପୁରୀ: ଭିଜିଲାନ୍ସ ଜାଲରେ ପୁରୀ DIC ଅଫିସରେ କାର୍ଯ୍ଯରତ ସୁପରଭାଇଜର ନାରାୟଣ ପଟ୍ଟନାୟକ । ଖଦି ଓ ଗ୍ରାମ ଉଦ୍ୟୋଗ ବିଭାଗର ସୁପରଭାଇଜର ସେ ଭାବେ କାର୍ଯ୍ଯରତ । ସବସିଡି ଟଙ୍କା କରାଇ ଦେବା ପାଇଁ ୧୫ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି ସୁପରଭାଇଜର ନାରାୟଣ । ରତ୍ନାକର ସାହୁଙ୍କଠାରୁ ଅର୍ଥ ନେବାବେଳେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ନାରାୟଣ ପଟ୍ଟନାୟକ । ସମସ୍ତ ଟଙ୍କାକୁ ସିଜ୍ କରାଯାଇଥିବାବେଳେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି […]
ପୁରୀ: ଭିଜିଲାନ୍ସ ଜାଲରେ ପୁରୀ DIC ଅଫିସରେ କାର୍ଯ୍ଯରତ ସୁପରଭାଇଜର ନାରାୟଣ ପଟ୍ଟନାୟକ । ଖଦି ଓ ଗ୍ରାମ ଉଦ୍ୟୋଗ ବିଭାଗର ସୁପରଭାଇଜର ସେ ଭାବେ କାର୍ଯ୍ଯରତ । ସବସିଡି ଟଙ୍କା କରାଇ ଦେବା ପାଇଁ ୧୫ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି ସୁପରଭାଇଜର ନାରାୟଣ । ରତ୍ନାକର ସାହୁଙ୍କଠାରୁ ଅର୍ଥ ନେବାବେଳେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ନାରାୟଣ ପଟ୍ଟନାୟକ । ସମସ୍ତ ଟଙ୍କାକୁ ସିଜ୍ କରାଯାଇଥିବାବେଳେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସ ।
07 Jul 2022
By The Sakala
ସବସିଡି କରାଇଦେବା ପାଇଁ ନେଉଥିଲେ ଲାଞ୍ଚ: ଗିରଫ ହେଲେ DIC ଅଫିସର ସୁପର ଭାଇଜର
ପୁରୀ: ଭିଜିଲାନ୍ସ ଜାଲରେ ପୁରୀ DIC ଅଫିସରେ କାର୍ଯ୍ଯରତ ସୁପରଭାଇଜର ନାରାୟଣ ପଟ୍ଟନାୟକ । ଖଦି ଓ ଗ୍ରାମ ଉଦ୍ୟୋଗ ବିଭାଗର ସୁପରଭାଇଜର ସେ ଭାବେ କାର୍ଯ୍ଯରତ । ସବସିଡି ଟଙ୍କା କରାଇ ଦେବା ପାଇଁ ୧୫ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି ସୁପରଭାଇଜର ନାରାୟଣ । ରତ୍ନାକର ସାହୁଙ୍କଠାରୁ ଅର୍ଥ ନେବାବେଳେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ନାରାୟଣ ପଟ୍ଟନାୟକ । ସମସ୍ତ ଟଙ୍କାକୁ ସିଜ୍ କରାଯାଇଥିବାବେଳେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସ ।
⊕ https://www.thesakala.in/latest-odisha-news/dic-office-supervisor-in-vigilance-network/article-13102