ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

OSRTC ବସ୍ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ହୋଇଥିଲା ଦିଗପହଣ୍ଡି ଦୁର୍ଘଟଣା: ବ୍ରହ୍ମପୁର ଏସପି

The Sakala Picture
Published On

ଗଞ୍ଜାମ: ବସ୍‌ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବଡ଼ ଦୁର୍ଘଟଣା । ଏ ନେଇ ବ୍ରହ୍ମପୁର ଏସପି ଶ୍ରବଣ ବିବେକ ଏମ ସୂଚନା ଦେଇଛନ୍ତି। ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତନାଘନା ଚିଲିଛି । ପଚରାଉଚରା ପରେ OSRTC ବସ ଡ୍ରାଇଭର ମାନସ ପ୍ରଧାନଙ୍କୁ ଗିରଫ କରିଛି ପୁଲିସ । ଘଟଣାର ତଦନ୍ତ କରୁଥିଲେ ଚିକିଟି ଏସଡିପିଓ ଓ ଦିଗପହଣ୍ଡି ଥାନା ଅଧିକାରୀ । ଗତକାଲି ରାତିରେ ଡ୍ରାଇଭର ସହ ତଦନ୍ତକାରୀ ଟିମ୍ ମଧ୍ୟ ଆଲୋଚନା କରିଥିଲେ । […]

ଗଞ୍ଜାମ: ବସ୍‌ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବଡ଼ ଦୁର୍ଘଟଣା । ଏ ନେଇ ବ୍ରହ୍ମପୁର ଏସପି ଶ୍ରବଣ ବିବେକ ଏମ ସୂଚନା ଦେଇଛନ୍ତି। ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତନାଘନା ଚିଲିଛି । ପଚରାଉଚରା ପରେ OSRTC ବସ ଡ୍ରାଇଭର ମାନସ ପ୍ରଧାନଙ୍କୁ ଗିରଫ କରିଛି ପୁଲିସ । ଘଟଣାର ତଦନ୍ତ କରୁଥିଲେ ଚିକିଟି ଏସଡିପିଓ ଓ ଦିଗପହଣ୍ଡି ଥାନା ଅଧିକାରୀ । ଗତକାଲି ରାତିରେ ଡ୍ରାଇଭର ସହ ତଦନ୍ତକାରୀ ଟିମ୍ ମଧ୍ୟ ଆଲୋଚନା କରିଥିଲେ । ଆଜି ଡ୍ରାଇଭରଙ୍କୁ କୋର୍ଟ ଚାଲାଣ କରାଯିବ । ଦୁର୍ଘଟଣାର ଆଜି ରିପୋର୍ଟ ଦେବେ ତଦନ୍ତକାରୀ ଟିମ୍ ।

ଆହୁରି ପଢ଼ନ୍ତୁ: କରଞ୍ଜିଆ ସ୍ଥିତ ଦୁଧିଆଣି ଜଙ୍ଗଲରୁ ମୃତ ହାତୀଛୁଆ ଉଦ୍ଧାର

ଦୁଇ ଜଣ ଇଞ୍ଜିନିୟର ଜଣେ ଅଭିଜ୍ଞ ଡାକ୍ତରଙ୍କ ସମେତ ଏନଫୋର୍ସମେଣ୍ଟ ଡିଏସପି ଏହି ଟିମରେ ସାମିଲ ଅଛନ୍ତି । ସେହିପରି ଏମକେସିଜି ମେଡିକାଲରେ ଥିବା ଘରୋଇ ମିନି ବସର ଡ୍ରାଇଭରଙ୍କୁ ଭେଟିଛନ୍ତି ତଦନ୍ତକାରୀ ଟିମ । ଘରୋଇ ମିନି ବସର ପରମିଟ ନଥିବା ବେଳେ ଇନସ୍ୟୁରାନ୍ସ ଅବଧୀ ସରିଯାଇଥିଲା । ମିନି ବସ ମାଲିକକୁ ଚିହ୍ନଟ କରାଯାଇଥିବା ବେଳେ, ତାଙ୍କୁ ଖୋଜୁଛି ପୁଲିସ । ଗତକାଲି ଭୟଙ୍କର ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୯ ଜଣଙ୍କର ଚିକିତ୍ସା ଚାଲିଛି । ସେପଟେ ମୃତକଙ୍କ ପରିବାରରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ: ଜୁନ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

27 Jun 2023 By The Sakala

OSRTC ବସ୍ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ହୋଇଥିଲା ଦିଗପହଣ୍ଡି ଦୁର୍ଘଟଣା: ବ୍ରହ୍ମପୁର ଏସପି

ଗଞ୍ଜାମ: ବସ୍‌ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବଡ଼ ଦୁର୍ଘଟଣା । ଏ ନେଇ ବ୍ରହ୍ମପୁର ଏସପି ଶ୍ରବଣ ବିବେକ ଏମ ସୂଚନା ଦେଇଛନ୍ତି। ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତନାଘନା ଚିଲିଛି । ପଚରାଉଚରା ପରେ OSRTC ବସ ଡ୍ରାଇଭର ମାନସ ପ୍ରଧାନଙ୍କୁ ଗିରଫ କରିଛି ପୁଲିସ । ଘଟଣାର ତଦନ୍ତ କରୁଥିଲେ ଚିକିଟି ଏସଡିପିଓ ଓ ଦିଗପହଣ୍ଡି ଥାନା ଅଧିକାରୀ । ଗତକାଲି ରାତିରେ ଡ୍ରାଇଭର ସହ ତଦନ୍ତକାରୀ ଟିମ୍ ମଧ୍ୟ ଆଲୋଚନା କରିଥିଲେ । ଆଜି ଡ୍ରାଇଭରଙ୍କୁ କୋର୍ଟ ଚାଲାଣ କରାଯିବ । ଦୁର୍ଘଟଣାର ଆଜି ରିପୋର୍ଟ ଦେବେ ତଦନ୍ତକାରୀ ଟିମ୍ ।

ଦୁଇ ଜଣ ଇଞ୍ଜିନିୟର ଜଣେ ଅଭିଜ୍ଞ ଡାକ୍ତରଙ୍କ ସମେତ ଏନଫୋର୍ସମେଣ୍ଟ ଡିଏସପି ଏହି ଟିମରେ ସାମିଲ ଅଛନ୍ତି । ସେହିପରି ଏମକେସିଜି ମେଡିକାଲରେ ଥିବା ଘରୋଇ ମିନି ବସର ଡ୍ରାଇଭରଙ୍କୁ ଭେଟିଛନ୍ତି ତଦନ୍ତକାରୀ ଟିମ । ଘରୋଇ ମିନି ବସର ପରମିଟ ନଥିବା ବେଳେ ଇନସ୍ୟୁରାନ୍ସ ଅବଧୀ ସରିଯାଇଥିଲା । ମିନି ବସ ମାଲିକକୁ ଚିହ୍ନଟ କରାଯାଇଥିବା ବେଳେ, ତାଙ୍କୁ ଖୋଜୁଛି ପୁଲିସ । ଗତକାଲି ଭୟଙ୍କର ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୯ ଜଣଙ୍କର ଚିକିତ୍ସା ଚାଲିଛି । ସେପଟେ ମୃତକଙ୍କ ପରିବାରରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର