ବହୁ ଚର୍ଚ୍ଚିତ ଦିପୁ ଏବଂ ଓମ ହତ୍ୟା ମାମଲାରେ କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ

The Sakala Picture
Published On

କଟକ: ବହୁ ଚର୍ଚ୍ଚିତ ଦିପୁ ଏବଂ ଓମ ହତ୍ୟା ମାମଲାରେ କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ । କଡା ସୁରକ୍ଷା ବଳୟରେ ଉଭୟଙ୍କୁ କଟକ ଜିଲ୍ଲା ଓ ଦୌରାଜଜ୍ କୋର୍ଟରେ ହାଜର କରାଯାଇଛି । ଗତକାଲି ମାମଲା କୋର୍ଟରେ ଶୁଣାଣି ହେବାର ଥିଲା । ମାତ୍ର କୋର୍ଟ ରେଫରାନ୍ସ ଯୋଗୁଁ ଆଜି ମାମଲାର ଶୁଣାଣି ହେବ । ଆଜି ତତ୍କାଳୀନ ଥାନାଧିକାରୀ ତଥା ତଦନ୍ତକାରୀ ଅଧିକାରୀ ଅଜୟ ଦାସଙ୍କ ସାକ୍ଷ୍ୟଗ୍ରହଣ […]

କଟକ: ବହୁ ଚର୍ଚ୍ଚିତ ଦିପୁ ଏବଂ ଓମ ହତ୍ୟା ମାମଲାରେ କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ । କଡା ସୁରକ୍ଷା ବଳୟରେ ଉଭୟଙ୍କୁ କଟକ ଜିଲ୍ଲା ଓ ଦୌରାଜଜ୍ କୋର୍ଟରେ ହାଜର କରାଯାଇଛି ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଗତକାଲି ମାମଲା କୋର୍ଟରେ ଶୁଣାଣି ହେବାର ଥିଲା । ମାତ୍ର କୋର୍ଟ ରେଫରାନ୍ସ ଯୋଗୁଁ ଆଜି ମାମଲାର ଶୁଣାଣି ହେବ । ଆଜି ତତ୍କାଳୀନ ଥାନାଧିକାରୀ ତଥା ତଦନ୍ତକାରୀ ଅଧିକାରୀ ଅଜୟ ଦାସଙ୍କ ସାକ୍ଷ୍ୟଗ୍ରହଣ କରାଯିବ ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଖୁଣ୍ଟକଟା ଫାର୍ମ ହାଉସରେ ଦିପୁ ଏବଂ ଓମଙ୍କୁ ପିଟିପିଟି ହତ୍ୟା କରାଯିବା ପରେ ସେମାନଙ୍କ ମୃତଦେହ ଝାଡ଼ଖଣ୍ଡରେ ପୋଡି ଦେଇଥିବା ଅଭିଯୋଗ ହୋଇଥିଲା । ଘଟଣାରେ ତତ୍କାଳୀନ ଚାଉଳିଆଗଞ୍ଜ ଥାନା ଅଧିକାରୀ ଘଟଣାର ତଦନ୍ତ କରୁଥିଲେ । ଦିପୁ, ଓମ ହତ୍ୟା ଘଟଣାରେ ଏହା ଶେଷ ସାକ୍ଷ୍ୟଗ୍ରହଣ ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର