ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବିପର୍ଯ୍ୟୟ ପରିଚାଳନାରେ ସର୍ବୋତ୍କୃଷ୍ଟ ପାରଦର୍ଶିତା ପାଇଁ ଓଡ଼ିଶାକୁ ମିଳିବ ‘ଆପଦ ପ୍ରବନ୍ଧନ ପୁରସ୍କାର’

The Sakala Picture
Published On

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନାରେ ସର୍ବୋତ୍କୃଷ୍ଟ ପାରଦର୍ଶିତା ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍‌‌ଡମା)କୁ ଶୁକ୍ରବାର ‘ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରସ୍କାର-୨୦୨୩’ ମିଳିବ। ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପୁରସ୍କାର ପ୍ରଦାନ କରିବେ। ଏହି ପୁରସ୍କାର ବାବଦକୁ ୫୧ ଲକ୍ଷ ଟଙ୍କାର ଅର୍ଥରାଶି ସହିତ ସାର୍ଟିଫିକେଟ୍‌‌ ପ୍ରଦାନ କରାଯିବ। ପୁରସ୍କାର ଗ୍ରହଣ ପାଇଁ ତତ୍‌‌କାଳୀନ ଓସଡମା ମୁଖ୍ୟ ତଥା ବର୍ତ୍ତମାନର ମୁଖ୍ୟ ଶାସନ […]

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନାରେ ସର୍ବୋତ୍କୃଷ୍ଟ ପାରଦର୍ଶିତା ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍‌‌ଡମା)କୁ ଶୁକ୍ରବାର ‘ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରସ୍କାର-୨୦୨୩’ ମିଳିବ।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପୁରସ୍କାର ପ୍ରଦାନ କରିବେ। ଏହି ପୁରସ୍କାର ବାବଦକୁ ୫୧ ଲକ୍ଷ ଟଙ୍କାର ଅର୍ଥରାଶି ସହିତ ସାର୍ଟିଫିକେଟ୍‌‌ ପ୍ରଦାନ କରାଯିବ। ପୁରସ୍କାର ଗ୍ରହଣ ପାଇଁ ତତ୍‌‌କାଳୀନ ଓସଡମା ମୁଖ୍ୟ ତଥା ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଦିଲ୍ଲୀ ଗସ୍ତ କରିଥିବା ସୂଚନା ମିଳିଛି। ନ୍ୟାସନାଲ୍‌‌ ପ୍ଲାଟ୍‌‌ଫର୍ମ ଫର ଡିଜାଷ୍ଟର ରିସ୍କ ରିଡକ୍ସନ ପ୍ରୋଗ୍ରାମ ତୃତୀୟ ଅଧିବେଶନରେ ଏହି ପୁରସ୍କାର ପ୍ରଦାନ କରାଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ନେତାଜୀ ଜୟନ୍ତୀରେ ଏହି ପୁରସ୍କାର ଘୋଷଣା କରାଯାଇ ଆସୁଛି। ୨୦୨୩ ପାଇଁ ୨୭୪ ବ୍ୟକ୍ତି/ସଂଗଠନ ଆବେଦନ କରିଥିଲେ। ଓସ୍‌‌ଡମା ଓ ମିଜୋରାମର ଲୁଙ୍ଗଲେଇ ଦମକଳ କେନ୍ଦ୍ରକୁ ଏହି ପୁରସ୍କାର ପ୍ରଦାନ କରାଯିବା ନେଇ କେନ୍ଦ୍ର ସରକାର ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

10 Mar 2023 By The Sakala

ବିପର୍ଯ୍ୟୟ ପରିଚାଳନାରେ ସର୍ବୋତ୍କୃଷ୍ଟ ପାରଦର୍ଶିତା ପାଇଁ ଓଡ଼ିଶାକୁ ମିଳିବ ‘ଆପଦ ପ୍ରବନ୍ଧନ ପୁରସ୍କାର’

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନାରେ ସର୍ବୋତ୍କୃଷ୍ଟ ପାରଦର୍ଶିତା ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍‌‌ଡମା)କୁ ଶୁକ୍ରବାର ‘ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରସ୍କାର-୨୦୨୩’ ମିଳିବ।

ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପୁରସ୍କାର ପ୍ରଦାନ କରିବେ। ଏହି ପୁରସ୍କାର ବାବଦକୁ ୫୧ ଲକ୍ଷ ଟଙ୍କାର ଅର୍ଥରାଶି ସହିତ ସାର୍ଟିଫିକେଟ୍‌‌ ପ୍ରଦାନ କରାଯିବ। ପୁରସ୍କାର ଗ୍ରହଣ ପାଇଁ ତତ୍‌‌କାଳୀନ ଓସଡମା ମୁଖ୍ୟ ତଥା ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଦିଲ୍ଲୀ ଗସ୍ତ କରିଥିବା ସୂଚନା ମିଳିଛି। ନ୍ୟାସନାଲ୍‌‌ ପ୍ଲାଟ୍‌‌ଫର୍ମ ଫର ଡିଜାଷ୍ଟର ରିସ୍କ ରିଡକ୍ସନ ପ୍ରୋଗ୍ରାମ ତୃତୀୟ ଅଧିବେଶନରେ ଏହି ପୁରସ୍କାର ପ୍ରଦାନ କରାଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ନେତାଜୀ ଜୟନ୍ତୀରେ ଏହି ପୁରସ୍କାର ଘୋଷଣା କରାଯାଇ ଆସୁଛି। ୨୦୨୩ ପାଇଁ ୨୭୪ ବ୍ୟକ୍ତି/ସଂଗଠନ ଆବେଦନ କରିଥିଲେ। ଓସ୍‌‌ଡମା ଓ ମିଜୋରାମର ଲୁଙ୍ଗଲେଇ ଦମକଳ କେନ୍ଦ୍ରକୁ ଏହି ପୁରସ୍କାର ପ୍ରଦାନ କରାଯିବା ନେଇ କେନ୍ଦ୍ର ସରକାର ଘୋଷଣା କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର