ପ୍ରଖ୍ୟାତ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ବର: ପ୍ରଖ୍ୟାତ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜ ପୈତୃକ ଘର ବୈଦରାଜ ସାହିରେ ସେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି। ସୂଚନା ଅନୁଯାୟୀ,  କେନ୍ଦୁଝର ସହରର ବୈଦ୍ୟରାଜ ସାହିରେ ୧୯୩୭ ମସିହା ଫେବ୍ରୁ ଆରି ୧୨ ତାରିଖରେ ଶ୍ରୀ କୁଅଁର ଜନ୍ମଗ୍ରହଣ କରିଥିଲେ। ସେ ୧୫ ବର୍ଷ ବୟସରୁ ଗୁରୁ ମକରଧ୍ବଜ ବେହେରାଙ୍କ ଠାରୁ କଣ୍ଢେଇ ନୃତ୍ୟ ଶିକ୍ଷା ଗ୍ରହଣ କରିଥିଲେ। […]

ଭୁବନେଶ୍ବର: ପ୍ରଖ୍ୟାତ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜ ପୈତୃକ ଘର ବୈଦରାଜ ସାହିରେ ସେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

ସୂଚନା ଅନୁଯାୟୀ,  କେନ୍ଦୁଝର ସହରର ବୈଦ୍ୟରାଜ ସାହିରେ ୧୯୩୭ ମସିହା ଫେବ୍ରୁ ଆରି ୧୨ ତାରିଖରେ ଶ୍ରୀ କୁଅଁର ଜନ୍ମଗ୍ରହଣ କରିଥିଲେ। ସେ ୧୫ ବର୍ଷ ବୟସରୁ ଗୁରୁ ମକରଧ୍ବଜ ବେହେରାଙ୍କ ଠାରୁ କଣ୍ଢେଇ ନୃତ୍ୟ ଶିକ୍ଷା ଗ୍ରହଣ କରିଥିଲେ। ରାବଣବଦ୍ଧ, ତ୍ରିପୁରାସୁରବଦ୍ଧ, ଚନ୍ଦ୍ରହାସ୍ୟ ଖଡ୍‌ଗ, ମନ୍ଦୋଦରୀ ବିବାହ, ଚାର୍ଲସ ଶୋଭରାଜ, ବୀରସୁରେନ୍ଦ୍ର ସାଏ, ସହିଦ ଲକ୍ଷ୍ମଣ ନାୟକ, ଶ୍ରୀ ଗଣେଶ, ସତୀ ତୁଳସୀ ପରିବ ୪୫ଟି ବିଷୟବସ୍ତୁକୁ ନେଇ ସେ କଣ୍ଢେଇ ନୃତ୍ୟ ପରିବେଷଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

ଏଥିପାଇଁ ତାଙ୍କୁ ୨୦୦୪ରେ କେନ୍ଦ୍ର ସଂଗୀତ ନାଟକ ଏକାଡେମି ପୁରସ୍କାର ମିଳିଥିଲା। ଏହାବାଦ୍‌ ସେ ୨୦୧୪ରେ ରାଜ୍ୟ ସଂଗୀତ ନାଟକ ଏକାଡେମି ସମ୍ମାନ ସମେତ ଦେଶର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ ହୋଇଛନ୍ତି। କଣ୍ଢେଇ ନୃତ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ମାଗୁଣି କୁଅଁର। ସେଥିପାଇଁ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାଗୁଣି କୁଅଁରଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଥିଲେ।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

01 Jun 2024 By The Sakala

ପ୍ରଖ୍ୟାତ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

ଭୁବନେଶ୍ବର: ପ୍ରଖ୍ୟାତ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜ ପୈତୃକ ଘର ବୈଦରାଜ ସାହିରେ ସେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି।

ସୂଚନା ଅନୁଯାୟୀ,  କେନ୍ଦୁଝର ସହରର ବୈଦ୍ୟରାଜ ସାହିରେ ୧୯୩୭ ମସିହା ଫେବ୍ରୁ ଆରି ୧୨ ତାରିଖରେ ଶ୍ରୀ କୁଅଁର ଜନ୍ମଗ୍ରହଣ କରିଥିଲେ। ସେ ୧୫ ବର୍ଷ ବୟସରୁ ଗୁରୁ ମକରଧ୍ବଜ ବେହେରାଙ୍କ ଠାରୁ କଣ୍ଢେଇ ନୃତ୍ୟ ଶିକ୍ଷା ଗ୍ରହଣ କରିଥିଲେ। ରାବଣବଦ୍ଧ, ତ୍ରିପୁରାସୁରବଦ୍ଧ, ଚନ୍ଦ୍ରହାସ୍ୟ ଖଡ୍‌ଗ, ମନ୍ଦୋଦରୀ ବିବାହ, ଚାର୍ଲସ ଶୋଭରାଜ, ବୀରସୁରେନ୍ଦ୍ର ସାଏ, ସହିଦ ଲକ୍ଷ୍ମଣ ନାୟକ, ଶ୍ରୀ ଗଣେଶ, ସତୀ ତୁଳସୀ ପରିବ ୪୫ଟି ବିଷୟବସ୍ତୁକୁ ନେଇ ସେ କଣ୍ଢେଇ ନୃତ୍ୟ ପରିବେଷଣ କରିଛନ୍ତି।

ଏଥିପାଇଁ ତାଙ୍କୁ ୨୦୦୪ରେ କେନ୍ଦ୍ର ସଂଗୀତ ନାଟକ ଏକାଡେମି ପୁରସ୍କାର ମିଳିଥିଲା। ଏହାବାଦ୍‌ ସେ ୨୦୧୪ରେ ରାଜ୍ୟ ସଂଗୀତ ନାଟକ ଏକାଡେମି ସମ୍ମାନ ସମେତ ଦେଶର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ ହୋଇଛନ୍ତି। କଣ୍ଢେଇ ନୃତ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ମାଗୁଣି କୁଅଁର। ସେଥିପାଇଁ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାଗୁଣି କୁଅଁରଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର