ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ପୁଣି ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦ, ଓପାସରେ ପ୍ରଭୁ ଲିଙ୍ଗରାଜ

Madhusudan Das Picture
Published On

ଭୁବନେଶ୍ୱର: ପୁଣି ଓପାସରେ ପ୍ରଭୁ ଶ୍ରୀଲିଙ୍ଗରାଜ । ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦ ଯୋଗୁଁ ସକାଳ ୧୦ଟା ସାହାଣ ମେଲା ପରଠାରୁ ବନ୍ଦ ରହିଛି ନୀତିକାନ୍ତି । ସୂଚନା ଅନୁସାରେ, ସକାଳ ପ୍ରାୟ ୧୦ଟା ସମୟରେ ପ୍ରଭୁ ଲିଙ୍ଗରାଜଙ୍କୁ ଘୋଡାଇ ରଖିଥିବା ରୂପା ଘୋଡ଼ଣିକୁ ଜଣେ ସେବାୟତ କାଢ଼ି ନେବା ଘଟଣାରୁ ଉପୁଜିଥିଲା ବିବାଦ । ଏହି ବିବାଦ ତୀବ୍ର ରୂପ ନେଇଥିଲା ଓ ଉଭୟ ପକ୍ଷ ମଧ୍ୟରେ ପାଟିତୁଣ୍ଡ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଥିଲା । ଏହା ପରେ ମନ୍ଦିରର ସମସ୍ତ ନୀତିକାନ୍ତି ବନ୍ଦ ହୋଇଯାଇଛି । ଏନେଇ ମନ୍ଦିର କାର୍ଯ୍ୟନିର୍ବାହୀ ଓ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଉଭୟ ନିଯୋଗ । ଅନ୍ୟପଟେ କେବେ ନୀତିକାନ୍ତି ସାଧାରଣ ହେବ ସେନେଇ ଅପେକ୍ଷାରେ ଅଛନ୍ତି ଶ୍ରଦ୍ଧାଳୁ । 

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀ ପଠାରୁ ଅଧାପୋତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହରେ ବାରଙ୍ଗ ପୋଲିସର ତଦନ୍ତ

06 Apr 2026 By Madhusudan Das

ପୁଣି ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦ, ଓପାସରେ ପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର: ପୁଣି ଓପାସରେ ପ୍ରଭୁ ଶ୍ରୀଲିଙ୍ଗରାଜ । ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦ ଯୋଗୁଁ ସକାଳ ୧୦ଟା ସାହାଣ ମେଲା ପରଠାରୁ ବନ୍ଦ ରହିଛି ନୀତିକାନ୍ତି । ସୂଚନା ଅନୁସାରେ, ସକାଳ ପ୍ରାୟ ୧୦ଟା ସମୟରେ ପ୍ରଭୁ ଲିଙ୍ଗରାଜଙ୍କୁ ଘୋଡାଇ ରଖିଥିବା ରୂପା ଘୋଡ଼ଣିକୁ ଜଣେ ସେବାୟତ କାଢ଼ି ନେବା ଘଟଣାରୁ ଉପୁଜିଥିଲା ବିବାଦ । ଏହି ବିବାଦ ତୀବ୍ର ରୂପ ନେଇଥିଲା ଓ ଉଭୟ ପକ୍ଷ ମଧ୍ୟରେ ପାଟିତୁଣ୍ଡ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଥିଲା । ଏହା ପରେ ମନ୍ଦିରର ସମସ୍ତ ନୀତିକାନ୍ତି ବନ୍ଦ ହୋଇଯାଇଛି । ଏନେଇ ମନ୍ଦିର କାର୍ଯ୍ୟନିର୍ବାହୀ ଓ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଉଭୟ ନିଯୋଗ । ଅନ୍ୟପଟେ କେବେ ନୀତିକାନ୍ତି ସାଧାରଣ ହେବ ସେନେଇ ଅପେକ୍ଷାରେ ଅଛନ୍ତି ଶ୍ରଦ୍ଧାଳୁ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର