ବର୍ତ୍ତମାନ ପୁରା ଖୋଲା ଛଡାଯାଇ ପାରିବନାହିଁ -ଡିଏମଇଟି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଏବେ ଆଂଶିକ ଲକଡାଉନ ଜାରି ରହିଛି । ଆସନ୍ତା ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ଏହି ଆଂଶିକ ଲକଡାଉନ ଜାରି ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଅଗଷ୍ଟ ୧ ପରେ ରାଜ୍ୟ ସମ୍ପୂର୍ଣ ଅନଲକ୍ ହେବ କି ନାହିଁ ସେ ନେଇ ମତ ରଖିଛନ୍ତି ଡିଏମଇଟି ନିର୍ଦ୍ଦେଶକ ସି.ବି.କେ ମହାନ୍ତି । ଡିଏମଇଟି ନିର୍ଦ୍ଦେଶକ ସି.ବି.କେ ମହାନ୍ତି କହିଛନ୍ତି ଯେ; ଅନଲକ ହେବ ନାହିଁ , ବର୍ତ୍ତମାନ ରାଜ୍ୟରେ ସେଭଳି […]

ଭୁବନେଶ୍ୱର: ରାଜ୍ୟରେ ଏବେ ଆଂଶିକ ଲକଡାଉନ ଜାରି ରହିଛି । ଆସନ୍ତା ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ଏହି ଆଂଶିକ ଲକଡାଉନ ଜାରି ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଅଗଷ୍ଟ ୧ ପରେ ରାଜ୍ୟ ସମ୍ପୂର୍ଣ ଅନଲକ୍ ହେବ କି ନାହିଁ ସେ ନେଇ ମତ ରଖିଛନ୍ତି ଡିଏମଇଟି ନିର୍ଦ୍ଦେଶକ ସି.ବି.କେ ମହାନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ଡିଏମଇଟି ନିର୍ଦ୍ଦେଶକ ସି.ବି.କେ ମହାନ୍ତି କହିଛନ୍ତି ଯେ; ଅନଲକ ହେବ ନାହିଁ , ବର୍ତ୍ତମାନ ରାଜ୍ୟରେ ସେଭଳି ସ୍ଥିତି ଉପୁଜିନାହିଁ । ଅଗଷ୍ଟ ମାସ ପାଇଁ ଆସନ୍ତାକାଲି ଗାଇଡ଼ଲାଇନ ଘୋଷଣା ହେବ । ସେ ନେଇ କମିଟି ନିଷ୍ପତ୍ତି ନେବେ । କଟକ ଭୁବନେଶ୍ଵରରେ କରୋନା ସ୍ଥିତି ସ୍ଥିର ରହିଛି ।  ଆଗରୁ ୫ ଶହ ଉପରେ ରହୁଥିଲା ପିଜିଟିଭ ସଂଖ୍ୟା। ଏବେ ୪ ଶହରେ ରହିଛି ପଜିଟିଭ ସଂଖ୍ୟା। ବର୍ତ୍ତମାନ ପୁରା ଖୋଲା ଛଡାଯାଇ ପାରିବନାହିଁ  ବୋଲି ସି.ବି.କେ ମହାନ୍ତି କହିଛନ୍ତି ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର