ବିଜେଡିରେ ଯୋଗଦେଲେ ଢେଙ୍କାନାଳର ଡକ୍ଟର ଅବିନାଶ ସାମଲ

The Sakala Picture
Published On

ଭୁବନେଶ୍ୱର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ବିଜେଡିରେ ମିଶିଲେ ଢେଙ୍କାନାଳର ଡକ୍ଟର ଅବିନାଶ ସାମଲ। ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଅବିନାଶ। ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ହୋଇଛନ୍ତି ସାମିଲ। ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟଙ୍କଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି ବୋଲି କହିଛନ୍ତି ଅବିନାଶ। ଢେଙ୍କାନାଳ ଖଡଗପ୍ରସାଦର ଡକ୍ଟର ଅବିନାଶ ସାମଲ ସମାଜ ସେବାରେ ନିଜକୁ ବ୍ରତୀ କରିଛନ୍ତି। ସାଂସଦ ମାନସ ମଙ୍ଗରାଜ କହିଛନ୍ତି- ଅବିନାଶ […]

ଭୁବନେଶ୍ୱର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ବିଜେଡିରେ ମିଶିଲେ ଢେଙ୍କାନାଳର ଡକ୍ଟର ଅବିନାଶ ସାମଲ। ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଅବିନାଶ। ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ହୋଇଛନ୍ତି ସାମିଲ। ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟଙ୍କଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି ବୋଲି କହିଛନ୍ତି ଅବିନାଶ।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

ଢେଙ୍କାନାଳ ଖଡଗପ୍ରସାଦର ଡକ୍ଟର ଅବିନାଶ ସାମଲ ସମାଜ ସେବାରେ ନିଜକୁ ବ୍ରତୀ କରିଛନ୍ତି। ସାଂସଦ ମାନସ ମଙ୍ଗରାଜ କହିଛନ୍ତି- ଅବିନାଶ ହେଉଛନ୍ତି ଢେଙ୍କାନାଳର ଜଣେ ପ୍ରସିଦ୍ଧ ଡାକ୍ତର ଓ ଉଦ୍ଯୋଗବିତ୍। ମୁଖ୍ଯମନ୍ତ୍ରୀଙ୍କ ବିକାଶର ପର୍ବରେ ସେ ଅନୁପ୍ରାଣୀତ ହୋଇଛନ୍ତି। ତାଙ୍କର ଯୋଗଦାନ ବିଜେଡିକୁ ଅଧିକ ଶକ୍ତିଶାଳୀ କରିବ। ଅବିନାଶ କହିଛନ୍ତି ଯେ ଗତ ୧୦ ବର୍ଷରେ ବିଜେଡିର ଯେଉଁ କାମ ରହିଛି, ସେଥିରେ ତାଙ୍କର କିଛି ଯୋଗଦାନ ରହିଛି। ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଗ୍ଲୋବାଲ ସ୍ତରକୁ ନେଉଛନ୍ତି। ତାଙ୍କ ନିର୍ଦ୍ଦେଶରେ ସେବା କରି ଚାଲିବି ବୋଲି କହିଛନ୍ତି ଅବିନାଶ ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର