ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କୁ ଆଉ ଏକ ନୂଆ ଦାୟିତ୍ୱ

The Sakala Picture
Published On

ନୂଆଦିଲ୍ଲୀ :  ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ ଆଉ ଏକ ଗୁରୁ ଦାୟିତ୍ବ ମିଳିଛି। କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ହୋଇଛନ୍ତି। ପୂର୍ବରୁ ସେ ଆଇନ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଚୟନ ହୋଇଛନ୍ତି । ସୂଚନା ଅନୁଯାୟୀ, ବିଜୁ ଜନତା ଦଳ ପକ୍ଷରୁ ସସ୍ମିତ ପାତ୍ର ୨ୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୨୮ରେ ସସ୍ମତିଙ୍କ କାର୍ଯ୍ଯକାଳ ସରିବ ।

ନୂଆଦିଲ୍ଲୀ :  ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ ଆଉ ଏକ ଗୁରୁ ଦାୟିତ୍ବ ମିଳିଛି। କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ହୋଇଛନ୍ତି। ପୂର୍ବରୁ ସେ ଆଇନ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଚୟନ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

ସୂଚନା ଅନୁଯାୟୀ, ବିଜୁ ଜନତା ଦଳ ପକ୍ଷରୁ ସସ୍ମିତ ପାତ୍ର ୨ୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୨୮ରେ ସସ୍ମତିଙ୍କ କାର୍ଯ୍ଯକାଳ ସରିବ ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ 'ରୁଷିଆନ୍ ଗ୍ରାଣ୍ଡ୍ ସ୍ୟାଣ୍ଡ ମାଷ୍ଟର କପ୍-୨୦୨୬'

09 Aug 2022 By The Sakala

ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କୁ ଆଉ ଏକ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ :  ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ ଆଉ ଏକ ଗୁରୁ ଦାୟିତ୍ବ ମିଳିଛି। କୋଇଲା ଓ ଖଣି ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ହୋଇଛନ୍ତି। ପୂର୍ବରୁ ସେ ଆଇନ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଚୟନ ହୋଇଛନ୍ତି ।

ସୂଚନା ଅନୁଯାୟୀ, ବିଜୁ ଜନତା ଦଳ ପକ୍ଷରୁ ସସ୍ମିତ ପାତ୍ର ୨ୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୨୮ରେ ସସ୍ମତିଙ୍କ କାର୍ଯ୍ଯକାଳ ସରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର