ପୁଣି ଥରେ ରାଜ୍ୟସଭା ଉପାଧ୍ୟକ୍ଷ ପ୍ଯାନେଲକୁ ମନୋନୀତ ହେଲେ ସାଂସଦ ସସ୍ମିତ ପାତ୍ର

The Sakala Picture
Published On

ଭୁବନେଶ୍ବର: ପୁଣି ଥରେ ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କୁ ରାଜ୍ୟସଭାରେ ଗୁରୁଦାୟିତ୍ବ ମିଳିଛି। ରାଜ୍ୟସଭା ଉପାଧ୍ୟକ୍ଷ ପ୍ଯାନେଲକୁ ମନୋନୀତ ହୋଇଛନ୍ତ ଡ.ସସ୍ମିତ ପାତ୍ର । ଦ୍ୱିତୀୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ଡ଼ ପାତ୍ର ଦ୍ୱିତୀୟ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ପାଇଛନ୍ତି। ସୂଚନା ଅନୁଯାୟୀ, ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଓଡ଼ିଆ ସାଂସଦ ଭାବେ ଡ଼ ପାତ୍ର ଏହି ସମ୍ମାନଜନକ ପ୍ୟାନେଲରେ ସାମିଲ ହୋଇଥିଲେ। ସଂସଦରେ ନିଜର ବଳିଷ୍ଠ ଉପସ୍ଥାପନ […]

ଭୁବନେଶ୍ବର: ପୁଣି ଥରେ ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କୁ ରାଜ୍ୟସଭାରେ ଗୁରୁଦାୟିତ୍ବ ମିଳିଛି। ରାଜ୍ୟସଭା ଉପାଧ୍ୟକ୍ଷ ପ୍ଯାନେଲକୁ ମନୋନୀତ ହୋଇଛନ୍ତ ଡ.ସସ୍ମିତ ପାତ୍ର । ଦ୍ୱିତୀୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ଡ଼ ପାତ୍ର ଦ୍ୱିତୀୟ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ପାଇଛନ୍ତି।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପୁରୀ ପୋଲିସର ଟ୍ରାଫିକ ଆଡଭାଇଜରି ଜାରି, ଜାଣନ୍ତୁ କେଉଁଠି ରହିବ ଗାଡ଼ି...

ସୂଚନା ଅନୁଯାୟୀ, ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଓଡ଼ିଆ ସାଂସଦ ଭାବେ ଡ଼ ପାତ୍ର ଏହି ସମ୍ମାନଜନକ ପ୍ୟାନେଲରେ ସାମିଲ ହୋଇଥିଲେ। ସଂସଦରେ ନିଜର ବଳିଷ୍ଠ ଉପସ୍ଥାପନ ପାଇଁ ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କ ଅନୁପସ୍ଥିତିରେ ଡ଼ ପାତ୍ର ଏକାଧିକ ବାର ପୂର୍ଣ୍ଣ ଦକ୍ଷତାରସହ ଗୃହ କାର୍ଯ୍ୟ ପରିଚାଳନା କରି ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ କରିଛନ୍ତି। ଡ଼ ପାତ୍ର ସର୍ବଦା ରାଜ୍ୟସଭାରେ ରାଜ୍ୟର ନାର୍ଯ୍ୟ ଦାବି ଏବଂ ସମସ୍ୟା ସମ୍ପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ବାପାଙ୍କୁ ଡାକ୍ତରଖାନା ନେବା ବେଳେ ଗଛରେ ପିଟି ହେଲା କାର୍, ଗୋଟିଏ ପରିବାରର ୩ ମୃତ

ଚଳିତ ବର୍ଷ ମାର୍ଚ୍ଚ ମାସରେ ଡ଼ ପାତ୍ରଙ୍କର ସାଂସଦ ଭାବେ ପ୍ରଥମ ପାଳି କାର୍ଯ୍ୟକାଳ ଶେଷ ହେବା ଅବସରରେ ଆୟୋଜିତ ବିଦାୟୀ ସମାରୋହରେ ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କିଆ ନାଇଡୁ ଡ଼ ପାତ୍ରଙ୍କର ଉଚ୍ଚ ପ୍ରଶଂସା କରି କହିଥିଲେ ଯେ ପ୍ରଥମ ଥର ନିର୍ବାଚିତ ହୋଇ ମଧ୍ୟ ସେ ଯେଉଁ ଭଳି ଭାବେ ନିଜ ଦାୟିତ୍ୱ ସମ୍ପାଦନ କରିଛନ୍ତି ତାହା ବହୁତ କମ୍‍ ସାଂସଦଙ୍କ ଠାରେ ଦେଖିବାକୁ ମିଳେ। ନିଜ କାର୍ଯ୍ୟକାଳରେ ଡ଼ ପାତ୍ର ଜଣେ ବଳିଷ୍ଠ ଏବଂ ଅଭିଜ୍ଞ ଅଧ୍ୟକ୍ଷ ଭାବେ ରାଜ୍ୟସଭା କାର୍ଯ୍ୟ ପରିଚାଳନା କରିଛନ୍ତି ବୋଲି ଉପରାଷ୍ଟ୍ରପତି ନିଜ ଅଭିଭାଷଣରେ କହିଥିଲେ।

ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

06 Dec 2022 By The Sakala

ପୁଣି ଥରେ ରାଜ୍ୟସଭା ଉପାଧ୍ୟକ୍ଷ ପ୍ଯାନେଲକୁ ମନୋନୀତ ହେଲେ ସାଂସଦ ସସ୍ମିତ ପାତ୍ର

ଭୁବନେଶ୍ବର: ପୁଣି ଥରେ ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କୁ ରାଜ୍ୟସଭାରେ ଗୁରୁଦାୟିତ୍ବ ମିଳିଛି। ରାଜ୍ୟସଭା ଉପାଧ୍ୟକ୍ଷ ପ୍ଯାନେଲକୁ ମନୋନୀତ ହୋଇଛନ୍ତ ଡ.ସସ୍ମିତ ପାତ୍ର । ଦ୍ୱିତୀୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ଡ଼ ପାତ୍ର ଦ୍ୱିତୀୟ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ପାଇଛନ୍ତି।

ସୂଚନା ଅନୁଯାୟୀ, ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଓଡ଼ିଆ ସାଂସଦ ଭାବେ ଡ଼ ପାତ୍ର ଏହି ସମ୍ମାନଜନକ ପ୍ୟାନେଲରେ ସାମିଲ ହୋଇଥିଲେ। ସଂସଦରେ ନିଜର ବଳିଷ୍ଠ ଉପସ୍ଥାପନ ପାଇଁ ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କ ଅନୁପସ୍ଥିତିରେ ଡ଼ ପାତ୍ର ଏକାଧିକ ବାର ପୂର୍ଣ୍ଣ ଦକ୍ଷତାରସହ ଗୃହ କାର୍ଯ୍ୟ ପରିଚାଳନା କରି ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ କରିଛନ୍ତି। ଡ଼ ପାତ୍ର ସର୍ବଦା ରାଜ୍ୟସଭାରେ ରାଜ୍ୟର ନାର୍ଯ୍ୟ ଦାବି ଏବଂ ସମସ୍ୟା ସମ୍ପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

ଚଳିତ ବର୍ଷ ମାର୍ଚ୍ଚ ମାସରେ ଡ଼ ପାତ୍ରଙ୍କର ସାଂସଦ ଭାବେ ପ୍ରଥମ ପାଳି କାର୍ଯ୍ୟକାଳ ଶେଷ ହେବା ଅବସରରେ ଆୟୋଜିତ ବିଦାୟୀ ସମାରୋହରେ ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କିଆ ନାଇଡୁ ଡ଼ ପାତ୍ରଙ୍କର ଉଚ୍ଚ ପ୍ରଶଂସା କରି କହିଥିଲେ ଯେ ପ୍ରଥମ ଥର ନିର୍ବାଚିତ ହୋଇ ମଧ୍ୟ ସେ ଯେଉଁ ଭଳି ଭାବେ ନିଜ ଦାୟିତ୍ୱ ସମ୍ପାଦନ କରିଛନ୍ତି ତାହା ବହୁତ କମ୍‍ ସାଂସଦଙ୍କ ଠାରେ ଦେଖିବାକୁ ମିଳେ। ନିଜ କାର୍ଯ୍ୟକାଳରେ ଡ଼ ପାତ୍ର ଜଣେ ବଳିଷ୍ଠ ଏବଂ ଅଭିଜ୍ଞ ଅଧ୍ୟକ୍ଷ ଭାବେ ରାଜ୍ୟସଭା କାର୍ଯ୍ୟ ପରିଚାଳନା କରିଛନ୍ତି ବୋଲି ଉପରାଷ୍ଟ୍ରପତି ନିଜ ଅଭିଭାଷଣରେ କହିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର