ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ । ଗତ ଦୁଇ ଦିନ ଧରି ଭୁବନେଶ୍ବରରେ ଡ୍ରାଇଭର ମହାସଙ୍ଘ ପକ୍ଷରୁ ଆନ୍ଦୋଳନ ଚାଲିଥିଲା । ଆଜି ମହାସଂଘର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କର ଦାବି ସମ୍ପର୍କରେ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ ଓଡ଼ିଆରେ କଥା ହୋଇଥିଲେ । ମାସକ ମଧ୍ୟରେ ଡ୍ରାଇଭର ମହାସଂଘର ଦାବି ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଶ୍ବାସନା ପରେ ମହାସଙ୍ଘର […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ । ଗତ ଦୁଇ ଦିନ ଧରି ଭୁବନେଶ୍ବରରେ ଡ୍ରାଇଭର ମହାସଙ୍ଘ ପକ୍ଷରୁ ଆନ୍ଦୋଳନ ଚାଲିଥିଲା । ଆଜି ମହାସଂଘର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କର ଦାବି ସମ୍ପର୍କରେ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ ଓଡ଼ିଆରେ କଥା ହୋଇଥିଲେ । ମାସକ ମଧ୍ୟରେ ଡ୍ରାଇଭର ମହାସଂଘର ଦାବି ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଶ୍ବାସନା ପରେ ମହାସଙ୍ଘର କର୍ମକର୍ତ୍ତମାନେ ଲିଙ୍ଗରାଜ ମନ୍ଦିର ଯାଇ ଠାକୁରଙ୍କ ନିକଟରେ କୃତଜ୍ଞତା ଜଣାଇଛନ୍ତି । ଏଥିସହ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସକାରାତ୍ମକ ପ୍ରତିଶ୍ରୁତି ମିଳିଥିବାରୁ ଆନ୍ଦୋଳନ ସ୍ଥଳରେ ସେମାନେ ଉତ୍ସବ ମନାଇଛନ୍ତି । ଦଣ୍ଡବତ ଯାତ୍ରା ସଫଳ ହୋଇଛି ବୋଲି ଡ୍ରାଇଭର ସଙ୍ଘ କହିଛନ୍ତି । ଏଥିସହ ସରକାର ଓ ଜଗନ୍ନାଥଙ୍କ ଉପରେ ଆମ ସମ୍ପୂର୍ଣ୍ଣ ବିଶ୍ବାସ ଅଛି ବୋଲି କହିଛନ୍ତି।

ଆହୁରି ପଢ଼ନ୍ତୁ: କ୍ୟାବିନେଟ୍ ବୈଠକରେ ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର, ୩୪୦୦ କୋଟିର ଅଟଳ ବସଷ୍ଟାଣ୍ଡ ଯୋଜନାକୁ ମଞ୍ଜୁରୀ

11 Nov 2022 By The Sakala

ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ । ଗତ ଦୁଇ ଦିନ ଧରି ଭୁବନେଶ୍ବରରେ ଡ୍ରାଇଭର ମହାସଙ୍ଘ ପକ୍ଷରୁ ଆନ୍ଦୋଳନ ଚାଲିଥିଲା । ଆଜି ମହାସଂଘର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କର ଦାବି ସମ୍ପର୍କରେ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ ଓଡ଼ିଆରେ କଥା ହୋଇଥିଲେ । ମାସକ ମଧ୍ୟରେ ଡ୍ରାଇଭର ମହାସଂଘର ଦାବି ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଶ୍ବାସନା ପରେ ମହାସଙ୍ଘର କର୍ମକର୍ତ୍ତମାନେ ଲିଙ୍ଗରାଜ ମନ୍ଦିର ଯାଇ ଠାକୁରଙ୍କ ନିକଟରେ କୃତଜ୍ଞତା ଜଣାଇଛନ୍ତି । ଏଥିସହ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସକାରାତ୍ମକ ପ୍ରତିଶ୍ରୁତି ମିଳିଥିବାରୁ ଆନ୍ଦୋଳନ ସ୍ଥଳରେ ସେମାନେ ଉତ୍ସବ ମନାଇଛନ୍ତି । ଦଣ୍ଡବତ ଯାତ୍ରା ସଫଳ ହୋଇଛି ବୋଲି ଡ୍ରାଇଭର ସଙ୍ଘ କହିଛନ୍ତି । ଏଥିସହ ସରକାର ଓ ଜଗନ୍ନାଥଙ୍କ ଉପରେ ଆମ ସମ୍ପୂର୍ଣ୍ଣ ବିଶ୍ବାସ ଅଛି ବୋଲି କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର