ଶ୍ରୀମନ୍ଦିର ଉପରେ ପୁଣି ଉଡିଲା ଡ୍ରୋନ୍, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନବାଚୀ

Madhusudan Das Picture
Published On

ପୁରୀ: ଶ୍ରୀମନ୍ଦିର ଉପରେ ପୁଣି ଉଡିଲା ଡ୍ରୋନ କ୍ୟାମେରା। ଆଜି ରତ୍ନ ଅଳଙ୍କାର ଗଣତି ମଣତି ଜାରି ରହିଥିବା ବେଳେ ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡୁଥିବା ଦେଖାଦେଇଛି । ଗୋଟିଏ ନୁହେଁ ଦୁଇଟି ଡ୍ରୋନ୍ ନୀଳଚକ୍ର ଉପରେ ଉଡୁଥିବା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇବା ନିଷିଦ୍ଧ ରହିଥିବା ବେଳେ କିଭଳି ଓ କିଏ ଏହି ଡ୍ରୋନ ଉଡାଇଲା ତାହା ବଡ଼ ପ୍ରଶ୍ନ ସୃଷ୍ଟି କରିଛି। ପୋଲିସ ସୁରକ୍ଷା କଡାକଡି ସତ୍ୱେ ଡ୍ରୋନ ଉଡିବା ଘଟଣା ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନ ଉଠିଛି। 

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର