ଲଗାଣ ବର୍ଷା ଯୋଗୁଁ ଦୁଇଦିନ ପର୍ଯ୍ଯଟନ ସ୍ଥଳକୁ ନଯିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

The Sakala Picture
Published On

ବାଲେଶ୍ୱର: ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଲଗାଣ ବର୍ଷା ଯୋଗୁଁ ଦୁଇଦିନ ପାଇଁ ବାଲେଶ୍ବରର ବିଭିନ୍ନ ପର୍ଯ୍ଯଟନ ସ୍ଥଳକୁ ନଯିବା ପାଇଁ କୁହାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଅର୍ଥାତ ଶନିବାର ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍‌ ୱାର୍ଣ୍ଣାଂ ଜାରି କରାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଆଜି ଓ ଆସନ୍ତାକାଲି ଅର୍ଥାତ ଶନିବାର ଜିଲ୍ଲାର ବିଭିନ୍ନ ପର୍ଯ୍ଯଟନ କ୍ଷେତ୍ର ନଯିବା ପାଇଁ […]

ବାଲେଶ୍ୱର: ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଲଗାଣ ବର୍ଷା ଯୋଗୁଁ ଦୁଇଦିନ ପାଇଁ ବାଲେଶ୍ବରର ବିଭିନ୍ନ ପର୍ଯ୍ଯଟନ ସ୍ଥଳକୁ ନଯିବା ପାଇଁ କୁହାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଅର୍ଥାତ ଶନିବାର ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍‌ ୱାର୍ଣ୍ଣାଂ ଜାରି କରାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଆଜି ଓ ଆସନ୍ତାକାଲି ଅର୍ଥାତ ଶନିବାର ଜିଲ୍ଲାର ବିଭିନ୍ନ ପର୍ଯ୍ଯଟନ କ୍ଷେତ୍ର ନଯିବା ପାଇଁ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେ ନିର୍ଦ୍ଦେଶ ଦେଇଛନ୍ତି। ଚାନ୍ଦିପୁର, ତାଳସାରୀ, କଷାଫଳ, ଡଗରା ଓ ପଞ୍ଚଲିଙ୍ଗେଶ୍ୱରକୁ ନଯିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ବାଲେଶ୍ୱର ଜିଲ୍ଲାପାଳ।

ଆହୁରି ପଢ଼ନ୍ତୁ: ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ନିର୍ମାଣାଧୀନ ପାଣି ଟାଙ୍କି ଉପରୁ ଠେଲି ସାଙ୍ଗକୁ ହତ୍ୟା !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର